Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କ ପରଲୋକ, କରୋନାରେ ହୋଇଥିଲେ ଆକ୍ରାନ୍ତ
  • ||
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||

ଶାଳପତ୍ର ତୋଳିବାକୁ ଯାଇଥିବା ବେଳେ ଅଘଟଣ, ବଜ୍ରପାତରେ ମହିଳାଙ୍କ ମୃତ୍ୟୁ

18/10/2021 at 5:25 PM

କାମାକ୍ଷାନଗର ୧୮।୧୦: ବଜ୍ରପାତରେ ଜଣେ ମହିଳାଙ୍କ ମୃତ୍ୟୁ । ମୃତ ମହିଳା ହେଲେ କାମାକ୍ଷାନଗର ଥାନା ରାଏବୋଲ ପଞ୍ଚାୟତ ହାଡଗରି ଗ୍ରାମର ପାର୍ବତୀ ପଧାନ।

ସୂଚନାଯୋଗ୍ୟ ଯେ, ସୋମବାର ସକାଳୁ ପାର୍ବତୀ ଗ୍ରାମ ନିକଟସ୍ଥ ଜଙ୍ଗଲକୁ ଶାଳପତ୍ର ତୋଳିବାକୁ ଯାଇଥିଲେ । ସେହି ସମୟରେ ବର୍ଷା ସାଙ୍ଗକୁ ବଜ୍ରପାତ ହୋଇଥିଲା। ଫଳରେ ଘଟଣାସ୍ଥଳରେ ଗୁରୁତର ଅବସ୍ଥାରେ ଅଚେତ ହୋଇ ପଡିଥିଲେ ପାର୍ବତୀ । ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରିଥିଲେ ।  ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି ।

   Related Posts