Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତୀୟ ଶିକ୍ଷୟିତ୍ରୀଙ୍କ ପାକିସ୍ତାନ ପ୍ରେମ, ଷ୍ଟାଟସ୍ ଦେଲେ ‘ଆମେ ମ୍ୟାଚ୍ ଜିତିଗଲୁ’
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୩୩ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

ପାଣିରେ ଭାସୁଛି ମହିଳାଙ୍କ ଅର୍ଦ୍ଧ ଉଲଗ୍ନ ସହ ହାତ-ଗୋଡ ବନ୍ଧା ମୃତଦେହ, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ

26/04/2021 at 11:00 AM

ସୋର ୨୬।୪: ପୋଖରୀରେ ଭାସୁଛି ମହିଳାଙ୍କ ମୃତଦେହ । ବାଲେଶ୍ଵର ଜିଲ୍ଲା ଖନ୍ତାପଡା ଥାନା ଅନ୍ତର୍ଗତ ମଇତ୍ରାପୁର ଗାଁରେ ଥିବା ଏକ ପୋଖରୀରେ ଭାସୁଛି ମହିଳାଙ୍କ ମୃତଦେହ । ଅର୍ଦ୍ଧ ଉଲଗ୍ନ ଅବସ୍ଥାରେ ହାତ ଗୋଡ ବାନ୍ଧି ପଡିଥିବା ସନ୍ଦେହ କରାଯାଇଛି ।

ସୋମବାର ସକାଳୁ ଗ୍ରାମବାସୀ ପୋଖରୀକୁ ଯାଇଥିବା ବେଳେ ମହିଳା ଜଣଙ୍କ ପାଣିରେ ଭାସୁଥିବାର ଦେଖିବାକୁ ପାଇଥିଲେ । ମହିଳାଙ୍କ ପରିଚୟ ମିଳିପାରିନାହିଁ । ଅଞ୍ଚଳବାସୀ ସ୍ଥାନୀୟ ପୋଲିସକୁ ସୂଚନା ଦେଇଥିବା ଜଣାପଡିଛି । ତେବେ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି ।

   Related Posts