Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୬ ହଜାରରୁ ଅଧିକ କରୋନା ପଜିଟିଭ୍, ୭୩୩ ମୃତ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୧୨ କୋଭିଡ୍ ପଜିଟିଭ୍
  • ||
  • କରଞ୍ଜିଆରେ ମାତିଛନ୍ତି ଝାଡଖଣ୍ଡୀ ହାତୀ, ନଷ୍ଟ କରୁଛନ୍ତି ଏକର ଏକର ଫସଲ
  • ||
  • ସିରିଜ୍‌ ଦୁର୍ଘଟଣା, ପଛକୁ ପଛ ଧକ୍କା ହେଲେ ୮ ଗାଡ଼ି ; ୩ ମୃତ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସୋନପୁର ବନ୍ଦ ପାଳନ
  • ||
  • ଓଡିଶା ଆସୁଛନ୍ତି କେନ୍ଦ୍ର କୋଇଲା ମନ୍ତ୍ରୀ, ଗସ୍ତ କରିବେ ପାରାଦୀପ ଓ ତାଲଚେର
  • ||

ଶୌଚ ହେବାକୁ ଯାଇ ଫେରିଲେନି ମହିଳା, ସକାଳୁ ପୋଖରୀରୁ ମିଳିଲା ମୃତଦେହ

17/04/2021 at 10:10 AM

ସୋର ୧୭।୪: ପୋଖରୀରେ ବୁଡ଼ି କୋରାପୁଟ ଜିଲ୍ଲା ପରିଷଦ ଅଧ୍ୟକ୍ଷାଙ୍କ ଶାଶୁଙ୍କ ମୃତ୍ୟୁ । କୋରାପୁଟ ବିଲ୍ଲା ଲମତାପୁଟ ବ୍ଲକ୍ ଟିଆଁକଣ୍ଟା ଗ୍ରାମର ସୁକ୍ରି ମୁଦୁଲି ଶନିବାର ସନ୍ଧ୍ୟାରେ ଘରୁ ଶୌଚ ହେବା ପାଇଁ ଗାଁ ନିକଟ ପୋଖରୀକୁ ଯାଇଥିଲେ । ରାତିରେ ଘରକୁ ଫେରି ନଥିଲେ । ଘରକୁ ନଫେରିବାରୁ ରାତିରେ ପରିବାର ଲୋକ ବହୁ ଖୋଜାଖୋଜି କରିବା ସତ୍ତ୍ବେ ପାଇନଥିଲେ । ସକାଳୁ ପୋଖରୀ କୂଳରେ ଚପଲ ଥିବା ଦେଖି ଗ୍ରାମବାସୀ ପୋଖରୀରେ ଖୋଜାଖୋଜି କରିଥିଲେ । ପୋଖରୀରୁ ସୁକ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଛି । ଘଟଣା ସମ୍ପର୍କରେ ନନ୍ଦପୁର ଥାନାକୁ ପରିବାର ଲୋକ ଖବର ଦେଇଛନ୍ତି ।

   Related Posts