Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା : ବଦଳିଲେ ତମାଣ୍ଡୋ ଥାନା IIC, ଚନ୍ଦକା ଥାନାର ସବ୍ ଇନ୍ସପେକ୍ଟର ତୁଲାଇବେ ଦାୟିତ୍ବ
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||
  • ଭୁବନେଶ୍ବର : ବିନା ଛୁଞ୍ଚିରେ ଟିକା ନେବେ ଶିଶୁ, ଦୁଇଟି ଡୋଜ୍ ନେବା ପାଇଁ ପରାମର୍ଶ
  • ||
  • ଅନୁଗୋଳ : ପ୍ରାତଃ ଭ୍ରମଣରେ ଯାଇଥିବା ବେଳେ ପଡିଗଲେ ହାତୀ ହାବୁଡରେ, ଚାଲିଗଲା ଜୀବନ
  • ||

ଶିମିଳିପାଳ ଅଭୟାରଣ୍ୟରୁ ମିଳିଲା ମହିଳାଙ୍କ ମୃତଦେହ, ଦୁଷ୍କର୍ମ ପରେ ହତ୍ୟା !

14/03/2020 at 7:29 AM

କରଞ୍ଜିଆ ୧୪।୩: ମହିଳାଙ୍କୁ ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ । ମହିଳାଙ୍କ ମୃତଦେହ ଉଦ୍ଧାର କରିଛି ପୋଲିସ । ଶିମିଳିପାଳ ଅଭୟାରଣ୍ୟ ମଧ୍ୟରେ ଏଭଳି ଅଭାବନୀୟ ଘଟଣା ଘଟିଥିବା ଜଣାପଡିଛି । ଘଟଣାର ଅଧିକ ତଦନ୍ତ ଜାରି ରଖିଛି ପୋଲିସ ।

ସୂଚନାଯୋଗ୍ୟ ଯେ, ମୟୁରଭଞ୍ଜ ଜିଲ୍ଲା ଯଶୀପୁର ଥାନା ଶିମିଳିପାଳ ଅଭୟାରଣ୍ୟ ମଧ୍ୟରେ ଥିବା ବରହିପାଣି ମାଟିଘାଟିରୁ ଜଣେ ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ମହିଳାଙ୍କ ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲେ ସ୍ଥନୀୟଲୋକ । ଖବର ପାଇ ଯଶୀପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ମହିଳାଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ମେଡିକାଲକୁ ପଠାଇଛି । ଘଟଣାର ଅଧିକ ତଦନ୍ତ ଜାରି ରଖିଛି ପୋଲିସ ।

ତେବେ ମୃତ ମହିଳାଙ୍କ ପରିଚୟ ମିଳିପାରିନଥିବା ବେଳେ ପାରିପାର୍ଶ୍ବିକ ସ୍ଥିତିରୁ ମହିଳାଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ପୋଲିସର ତଦନ୍ତ ପରେ ମୃତ୍ୟୁର ପ୍ରକୃତ କାରଣ ସ୍ପଷ୍ଟ ହେବ ବୋଲି କୁହାଯାଉଛି ।

   Related Posts