Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରୋଞ୍ଚ ପଦକ ସହ ସ୍ଵଦେଶ ଫେରିଲେ ପିଭି ସିନ୍ଧୁ, ଦିଲ୍ଲୀ ଏୟାରପୋର୍ଟରେ ହେଲା ଭବ୍ୟ ସ୍ଵାଗତ
  • ||
  • ପାକିସ୍ତାନ ଉପରେ ଲାଗିଲା ଲଗାମ ! ମାର୍ଚ୍ଚରେ ଘଟିନାହିଁ ଗୋଟିଏ ବି ଅସ୍ତ୍ରବିରତି ଉଲ୍ଲଂଘନ ଘଟଣା, ଜୁନରେ କେବଳ ଦୁଇ
  • ||
  • ବୁଧବାରଠୁ ଭାରତ-ଇଂଲଣ୍ଡ ଟେଷ୍ଟ୍ ସିରିଜ୍ : ଟିମ୍ ଇଣ୍ଡିଆର ଜୋରଦାର ଅଭ୍ୟାସ, ଓପନିଂ ଯୋଡିକୁ ନେଇ ଚିନ୍ତାରେ ବିରାଟ
  • ||
  • କଟକ : କାଲିଠୁ ଖୋଲିବ କଟକ ଜିଲ୍ଲାରେ ସମସ୍ତ ଧର୍ମାନୁଷ୍ଠାନ, ଜିଲ୍ଲାପାଳ ଦେଲେ ସୂଚନା
  • ||
  • ପାଟଣା : ପାଟଣାରେ କଳା ପଲସର୍ ଆତଙ୍କ, ବାଇକ୍ ଡିକି ଭାଙ୍ଗି ଲୁଟିନେଲେ ୪ଲକ୍ଷ ଟଙ୍କା
  • ||
  • ଭୁବନେଶ୍ବର : ନିଜ ବନ୍ଧୁକରୁ ନିଜକୁ ଗୁଳିକଲେ ସିକ୍ୟୁରିଟି ଗାର୍ଡ, ପାରିବାରିକ କଳହ ଯୋଗୁଁ ଆତ୍ମହତ୍ୟା ସନ୍ଦେହ
  • ||
  • ବାଇକକୁ ଧକ୍କା ଦେଲା ଟ୍ରକ୍, ରାସ୍ତାରେ ଛଟଛଟ ହୋଇ ଚାଲିଗଲା ଭଣଜା, ହସ୍ପିଟାଲରେ ଆଖିବୁଜିଲା ମାମୁଁ…
  • ||
  • କଟକ : ତପ୍ତପାଣି ଘାଟିରେ ଦୁର୍ଘଟଣା, ଭାରସାମ୍ୟ ହରାଇ ଓଲଟିଲା ମକା ଓ କପା ବୋଝେଇ ଦୁଇ ଟ୍ରକ୍
  • ||
  • ଭୁବନେଶ୍ବର : ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ ଟପ୍ପର ହେଲେ ଓଡିଆ ଝିଅ ଅମ୍ରିତା
  • ||
  • ଆଠଗଡ : ଟିକା ନପାଇ ଫେରିଲେ ଲୋକେ, ୨ ଦିନ ଧରି ଆଠଗଡ ବ୍ଲକ୍ ଅଞ୍ଚଳରେ ଟିକଦାନ ବନ୍ଦ
  • ||

ବିବାହିତା ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

7/08/2020 at 2:51 PM

କଳାହାଣ୍ଡି ୭।୮: କଳାହାଣ୍ଡି ଜିଲ୍ଲା ଜୟପାଟଣା ଥାନା ଅନ୍ତର୍ଗତ ପାଇକେନ୍ଦୁମୁଣ୍ଡି ଗ୍ରାମପଞ୍ଚାୟତର ନାଗୁପଡାରେ ଏକ ଅଭାବନୀୟ ଘଟଣା ଘଟିଛି । ଗ୍ରାମର ବିବାହିତା ମହିଳା ଦେମତି ମାଝୀଙ୍କ ଝୁଲନ୍ତା ଶବ ଉଦ୍ଧାର କରାଯାଇଛି । ତାଙ୍କ ସ୍ବାମୀ ଟୁସୁ ମାଝୀ ୭ ମାସ ତଳେ କେରଳକୁ ଦାଦନ ଖଟିବାକୁ ଯାଇଥବା ବେଳେ ତାଙ୍କର ଜଣେ ୧୦ ବର୍ଷର ପୁଅ ଅଛନ୍ତି ।

ପ୍ରାଥମିକ ସୂଚନାରୁ ଏହା ଏକ ଯୋଜନାବଦ୍ଧ ହତ୍ୟାକାଣ୍ଡ ବୋଲି ସ୍ଥାନୀୟ ଲୋକମାନେ ଅଭିଯୋଗ କରିଛନ୍ତି । ଏହାକୁ ଆତ୍ମହତ୍ୟାର ରୂପ ଦେବା ପାଇଁ ଚେଷ୍ଟା କରାଯାଇଛି। ଜୟପାଟଣା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରି ଜୟପାଟଣା ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରକୁ ବ୍ୟବଚ୍ଛେଦ ପାଇଁ ପଠାଇଛି । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି ।

   Related Posts