Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଲେପୁର : ଆମ୍ବୁଲାନ୍ସକୁ ପିଟିଲା କାର୍, ଡ୍ରାଇଭର ଆହତ
  • ||
  • କଟକ : ସି-ସୋର ଘାଟରୁ ଅଜଣା ମୃତଦେହ ଉଦ୍ଧାର, ଭାସି ଆସିଥିବା ସନ୍ଦେହ
  • ||
  • ଚଣ୍ଡିଗଡ : ପଦ୍ମ ବିଭୂଷଣ ଫେରାଇଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲ
  • ||
  • ନୂଆଦିଲ୍ଲୀ : ଅନଲାଇନ୍‌ରେ ହେବନାହିଁ CBSE ବୋର୍ଡ ପରୀକ୍ଷା, ପୂର୍ବଭଳି ପରୀକ୍ଷା ଦେବେ ଛାତ୍ରଛାତ୍ରୀ
  • ||
  • ଝାରସୁଗୁଡା : ବାପା ନା’ ରାକ୍ଷସ, ନିଶାଶକ୍ତ ଅବସ୍ଥାରେ ୧୧ ବର୍ଷର ଝିଅ ସହ କଲା ଦୁଷ୍କର୍ମ !
  • ||
  • କନ୍ଧମାଳ : ହଜିଗଲା ମା’ର ମମତା, ୪ ବର୍ଷ ଝିଅର ଗାଲ କାଟିଦେଲା ସାବତ ମା’ !
  • ||
  • ବଡବିଲ : ହାତୀ ଆକ୍ରମଣରେ ଚାଲିଗଲା ଜଣଙ୍କ ଜୀବନ, ଆତଙ୍କ ଖେଳାଇଛନ୍ତି ୧୧ଟିକିଆ ହାତୀ ପଲ
  • ||
  • ଓ୍ବାଶିଂଟନ୍ : ‘ପିଜ୍ଜା ହଟ୍’ର ଶୁଭାରମ୍ଭ କରିଥିବା ଫ୍ରାଙ୍କ୍ କାର୍ନିଙ୍କ ପରଲୋକ
  • ||
  • ବଲାଙ୍ଗୀର : ଭିଜିଲାନ୍ସ ପଞ୍ଝାରେ ରେଞ୍ଜର, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୩ଟି ସ୍ଥାନରେ ଚଢାଉ
  • ||
  • ଭୁବନେଶ୍ବର : ଅଫଲାଇନ୍‌ରେ ହେବ ମାଟ୍ରିକ୍ ଏବଂ ଯୁକ୍ତ ୨ ପରୀକ୍ଷା : ଗଣଶିକ୍ଷା ମନ୍ତ୍ରୀ
  • ||

ଇଟାଭାଟିରୁ ମହିଳାଙ୍କ ଗଳିତ ମୃତଦେହ ଠାବ, ହତ୍ୟା ସନ୍ଦେହ

20/11/2020 at 10:45 AM

ପାଟଣା ୨୦।୧୧: ଇଟାଭାଟି ଭିତରୁ ମହିଳାଙ୍କ ଗଳିତ ମୃତଦେହ ଠାବ ହୋଇଛି । ମହିଳାଙ୍କୁ କେହି ଦୁର୍ବୃତ୍ତ ହତ୍ୟା କରିଥିବା ସନ୍ଦେହ କରାଯାଉଛି ।  

ସୂଚନାଯୋଗ୍ୟ ଯେ, କେନ୍ଦୁଝର ଜିଲ୍ଲା ପାଟଣା ଥାନା ବାଉଁଶନାଳୀ ଗ୍ରାମରେ ଥିବା ଏକ ଇଟା ଭାଟି ଭିତରୁ ଜଣେ ମହିଳାଙ୍କ ଗଳିତ ମୃତଦେହ ଠାବ ହୋଇଛି । ମୃତ ମହିଳାଙ୍କ ପରିଚୟ ମିଳିନଥିବା ବେଳେ କେହି ଦୁର୍ବୃତ୍ତ ତାଙ୍କୁ ହତ୍ୟା କରିଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ପାଟଣା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ପୋଲିସର ତଦନ୍ତ ପରେ ଘଟଣା ସଂପର୍କରେ ସ୍ପଷ୍ଟ ସୂଚନା ମିଳିପାରିବ ।

   Related Posts