Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରକୁ ଓଡ଼ିଶା ମାଗିଲା ଅଗଷ୍ଟ ବର୍ଷା-ବନ୍ୟାର ସହାୟତା, ଦାବି କଲା ୧୫୬୯.୫୦ କୋଟି ଟଙ୍କା
  • ||
  • ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୩୩ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରକକୁ ପଛ ପଟୁ ପିଟିଲା ଟ୍ରଲର, ୨ ମୃତ
  • ||
  • ଡ଼କାୟତି ଯୋଜନା ପଣ୍ଡ, ବାଇପାସ କଡ଼ରୁ ୬ ଡକାୟତ ଗିରଫ
  • ||

ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

15/03/2020 at 8:18 AM

ସୁନ୍ଦରଗଡ ୧୫।୩: ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର । ସୁନ୍ଦରଗଡ ରାଜଗାଙ୍ଗପୁର ଥାନା ଅନ୍ତର୍ଗତ ରାଜଗାଙ୍ଗପୁର ମେଡିକାଲ ନିକଟରେ ଘଟିଛି ଘଟଣା । ମୃତ ମହିଳା ହେଲେ ଲଳିତା ଅଗ୍ରୱାଲ ।

ସୂଚନାଯୋଗ୍ୟ ଯେ, ସୁନ୍ଦରଗଡ ରାଜଗାଙ୍ଗପୁର ଥାନା ଅନ୍ତର୍ଗତ ରାଜଗାଙ୍ଗପୁର ମେଡିକାଲ ନିକଟରେ ମହିଳାଙ୍କ ମୃତଦେହ ପଡିଥିବାର ସ୍ଥାନୀୟଲୋକ ଦେଖିଥିଲେ । ମୃତଦେହ ଦେଖି ସ୍ଥାନୀୟଲୋକ ପୋଲିସକୁ ଖବର ଦେଖିଥିଲେ ।

ଖବର ପାଇବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତ ମହିଳା ଲଳିତା ଅଗ୍ରୱାଲଙ୍କ ମୃତଦେହ ଉଦ୍ଧାର କରିଛି । ମୃତ ମହିଳାଙ୍କ ନିକଟରେ କିରୋସିନି ବୋତଲ ପଡିଥିବାରୁ ସେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । କିନ୍ତୁ ମହିଳା ଜଣଙ୍କ ପୋଡିଥିବା ସ୍ଥାନରେ କୌଣସି ଜିନିଷ ଭଙ୍ଗାରୁଜୁ କିମ୍ଵା କୌଣସି ଜିନିଷ ପୋଡିନଥିବାରୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି ।

   Related Posts