Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିରାଟ ବାହିନୀ ଚିତ୍‌ପଟାଙ୍ଗ, ଭାରତକୁ ୫୧ ରନରେ ହରାଇ ସିରିଜ୍ ହାତେଇଲା ଅଷ୍ଟ୍ରେଲିଆ
  • ||
  • କାର୍ତ୍ତିକ ପୂର୍ଣ୍ଣିମାରେ ପବିତ୍ର ଗଙ୍ଗା ସ୍ନାନକୁ ନେଇ ଦୁଇ ଦିନ ପାଇଁ ହରିଦ୍ୱାର ସୀମା ସିଲ୍
  • ||
  • ହାଡଭଙ୍ଗା ଶୀତ ଯୋଗୁଁ ମନାଲିରେ ଜଣକର ମୃତ୍ୟୁ, ଜିରୋ ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଡାଲିରେ ୧୫ ଟଙ୍କା ରିହାତି ଦେବେ ସରକାର
  • ||
  • ଭୁବନେଶ୍ୱର : କମିଲା କୋଭିଡ୍ ମୃତ୍ୟୁ ସଂଖ୍ୟା : ଗତ ୨୪ ଘଣ୍ଟାରେ ଯାଇଛି ୪ ମୁଣ୍ଡ, ୧୭୩୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୫୧୮ କରୋନା ସଂକ୍ରମିତ, ୩୧୮୩୦୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ସୋର : ଡକାୟତ ଗ୍ୟାଙ୍ଗ୍ ଓ ଗ୍ରାମବାସୀଙ୍କ ମଧ୍ୟରେ ଖଣ୍ଡ ଯୁଦ୍ଧ : ୪ ଗୁରୁତର, ଜଣେ ଗିରଫ
  • ||
  • ନୂଆଦିଲ୍ଲୀ : ଭାରତରେ କମୁଛି ସଂକ୍ରମଣ, ଗତ ୨୪ଘଣ୍ଟାରେ ୪୧୮୧୦ କରୋନା ଆକ୍ରାନ୍ତ ଚିହ୍ନଟ
  • ||
  • ଉଦଳା : ଜମିବାଡି ବିବାଦକୁ କେନ୍ଦ୍ରକରି ଡବଲ ମର୍ଡର ! ସଂମ୍ପର୍କୀୟ ଭାଇ ଓ ପୁତୁରାକୁ ହତ୍ୟା କଲା ଭାଇ
  • ||
  • ଭୁବନେଶ୍ୱର : ବିଜେଡିରୁ ବହିଷ୍କୃତ ହେଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ
  • ||

ମହାବିଦ୍ୟାଳୟ ଅଧକ୍ଷ୍ୟାଙ୍କ ଆତ୍ମହତ୍ୟା, ବେକରେ ଶାଢୀ ଲଗାଇ ହାରିଲେ ଜୀବନ

21/11/2020 at 11:03 PM

ବ୍ରହ୍ମଗିରି ୨୧।୧୧: ସାତପଡ଼ା ପଞ୍ଚାୟତ କନିଷ୍ଠ ଶିକ୍ଷା ଓ ବୈଷୟିକ ମହାବିଦ୍ୟାଳୟର ଅଧକ୍ଷ୍ୟାଙ୍କ ଆତ୍ମହତ୍ୟା। ଆଜି ମହାବିଦ୍ୟାଳୟ ପରିସର ଭିତରେ  ଥିବା ନିଜ କ୍ୱାର୍ଟରରେ ଅଧକ୍ଷ୍ୟା ଭାନୁମତି ପ୍ରଧାନ ଶାଢ଼ୀ ଲଗାଇ  ଝୁଲି ରହିଥିବା ଦେଖିବାକୁ ମିଳିଥିଲା। ଘଟଣା ସ୍ଥଳରେ ସାତପଡା ଫାଣ୍ଡି ପୋଲିସ ପହଂଚି ସ୍ଥିତି ଅନୁଧ୍ୟାନ କରୁଛି।

   Related Posts