Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆସୁଛି ଆଉ ଏକ ଲଘୁଚାପ ! ନଭେମ୍ବର ପହିଲାରୁ ପୁଣି ବର୍ଷାର ସମ୍ଭାବନା
  • ||
  • ଆମେରିକୀୟ ନୌସେନା ବିମାନ ଦୁର୍ଘଟଣାଗ୍ରସ୍ତ, ଦୁଇ ପାଇଲଟଙ୍କ ମୃତ୍ୟୁ
  • ||
  • ଭୁଆସୁଣୀ ଛକରେ ସିରିଜ୍ ଦୁର୍ଘଟଣା, ୨ ଗୁରୁତର
  • ||

ବେଆଇନ ମଦ ବ୍ୟବସାୟ ବନ୍ଦ କରିବାକୁ ମହିଳାଙ୍କ ଆନ୍ଦୋଳନ

15/06/2019 at 9:49 AM

ସୁବର୍ଣ୍ଣପୁର ୧୫|୬:  ବେଆଇନ ମଦ ବ୍ୟବସାୟ ବନ୍ଦ କରିବାକୁ ମହିଳାଙ୍କ ଆନ୍ଦୋଳନ । ସୁବର୍ଣ୍ଣପୁର ଡୁଙ୍ଗୁରିପାଲି ଥାନା ସିଆଲି ଗାଁରେ ବେଆଇନ ମଦ ବିକ୍ରୀକୁ ଦୃଢ ବିରୋଧ କରିଛନ୍ତି ସ୍ବୟଂ ସହାୟକ ଗୋଷ୍ଠୀର ମହିଳା ମାନେ। ଜିଲ୍ଲା ଅବକାରୀ ଅଧିକାରୀଙ୍କୁ ଦୃଢ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି ଜଣାଇଛନ୍ତି । ଏହା ସହ ଆରକ୍ଷୀ ଅଧିକାରୀଙ୍କୁ ସାକ୍ଷାତ କରି ମଦ କାରବାର ବନ୍ଦ କରିବାକୁ ନିବେଦନ କରିଛନ୍ତି । ବେଆଇନ ମଦ କାରବାର ଉପରେ ତୀକ୍ଷ୍ଣଣ ନଜର ରଖିବା ସହ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦିଆଯାଇଛି ।

   Related Posts