Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫୁଟବଲର ଡିଏଗୋ ମାରାଡୋନାଙ୍କ ପରଲୋକ, ୩ ଦିନ ପୂର୍ବେ ପାଳିଥିଲେ ୬୦ତମ ଜୟନ୍ତୀ
  • ||
  • ଦୈନିକ ଆକ୍ରାନ୍ତ ତୂଳନାରେ ଆଜି କମିଲା ସୁସ୍ଥ ସଂଖ୍ୟା, ୨୪ ଘଣ୍ଟାରେ କରୋନାରୁ ଆରୋଗ୍ୟ ହେଲେ ୭୨୮
  • ||
  • ଯୋଡାମୁଣ୍ଡ ଶିଶୁ କାଳିଆର ମୃତ୍ୟୁ, ଏସସିବିରେ ଦୀର୍ଘ ଦିନ ଧରି ଥିଲେ ଚିକିତ୍ସାଧୀନ, ସୁସ୍ଥ ଅଛି ଜଗା
  • ||
  • ପରିବାର ପାଇଁ ଏତିକି ସମ୍ପତ୍ତି ଛାଡି ଯାଇଛନ୍ତି କଂଗ୍ରେସର ଚାଣକ୍ୟ ଅହମଦ ପଟେଲ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୮୭ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୭୩୦ କରୋନା ସଂକ୍ରମିତ, ୩୧୬୦୦୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଦ୍ୱିତୀୟ AIIMS ପ୍ରତିଷ୍ଠା ପାଇଁ ପ୍ରସ୍ତାବ, କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ
  • ||
  • ପୁରୀ : ବାହାର ଭକ୍ତଙ୍କୁ ପୁରୀ ମନା, ନାଗାର୍ଜୁନ ବେଶ ପାଇଁ ଜିଲ୍ଲା ପ୍ରଶାସନର କଟକଣା
  • ||
  • ଭିଜିଲାନ୍ସ ଜାଲରେ ଓଡିଶା ବନୀକରଣ ଅତିରିକ୍ତ ପିସିସିଏଫ୍, ଭୁବନେଶ୍ବରର ୫ଟି ଓ ମୁମ୍ବାଇ ଏବଂ ପୁନେର ୭ଟି ସ୍ଥାନରେ ଚଢାଉ
  • ||
  • କଂଗ୍ରେସର ବରିଷ୍ଠ ନେତା ଅହମଦ ପଟେଲଙ୍କ ପରଲୋକ : କରୋନାରେ ସଂକ୍ରମିତ ହୋଇ ଚାଲିଥିଲା ଚିକିତ୍ସା
  • ||

ପୋଲ ତଳୁ ଗୁରୁତର ଅବସ୍ଥାରେ ମହିଳା ଉଦ୍ଧାର : ସ୍ବାମୀ ଓ ଶ୍ବଶୁର ଠେଲିଦେଇଥିବା ଅଭିଯୋଗ

1/08/2020 at 12:05 PM

ବରଗଡ ୧।୮: ବରଗଡ ଟାଉନ୍ ଥାନା ଅନ୍ତର୍ଗତ ବରଡୋଲ ଦେଓଗାଁ ପୋଲ ତଳେ ଗୁରୁତର ଅବସ୍ଥାରେ ବିବାହିତା ମହିଳା ଉଦ୍ଧାର । ଆଜି ସକାଳୁ ବାଲି ଆଣିବାକୁ ଯାଇଥିବା ଟ୍ରାକ୍ଟର ଚାଳକ ଗୁରୁତର ଅବସ୍ଥାରେ ପଡିଥିବା ଜଣେ ଝିଅକୁ ସ୍ଥାନୀୟ ଯୁବକଙ୍କ ସାହାଯ୍ୟରେ ଉଦ୍ଧାର କରିଛନ୍ତି । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ  ପ୍ରାଥମିକ ଚିକିତ୍ସା ପରେ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।

ଘଟଣାସ୍ଥଳରେ ବରଗଡ ପୋଲିସ ପହଞ୍ଚି ତଦନ୍ତ କରୁଛି । ତେବେ ମହିଳା ଜଣଙ୍କ ଛତିଶଗଡ ରାଜନାନ୍ଦ ଗାଓଁ ଜିଲ୍ଲାର ଭାନପୁରୀ ଗାଁର ପ୍ରିୟା ସିଂ ବୋଲି ଜଣାପଡିଛି । ପ୍ରିୟାଙ୍କ ସ୍ବାମୀ ଓ ଶ୍ବଶୁର ତାଙ୍କୁ ପୋଲ ତଳକୁ ଠେଲିଦେଇ ହତ୍ୟା ଉଦ୍ୟମ କରିଛନ୍ତି ବୋଲି ପ୍ରିୟା କହିଛନ୍ତି । ଅନ୍ୟ ପକ୍ଷରେ ଗୁରୁତର ଅବସ୍ଥାରେ ପ୍ରିୟାଙ୍କୁ ଉଦ୍ଧାର କରିଥିବା ସ୍ବେଚ୍ଛାସେବୀ ଡାକ୍ତରଖାନାରେ ଭର୍ତ୍ତି କରି ପୋଲିସକୁ ସୂଚନା ଦେଇଛନ୍ତି ବୋଲି କହିଛନ୍ତି ।

   Related Posts