Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପେଟେଣ୍ଟ ମୁକ୍ତ ହେବ କରୋନା ଭ୍ୟାକସିନ୍‌ ! ଭାରତ ଏବଂ ଦକ୍ଷିଣ ଆଫ୍ରିକା ପ୍ରସ୍ତାବରେ ଆମେରିକାର ସମର୍ଥନ
  • ||
  • କୋଭିଡ୍‌ ସ୍ଥିତିକୁ ନେଇ ନବୀନ୍‌ଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୬୮୫୪ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରେ ହଜାରେ ଟପିଲା ଡିସ୍‌ଚାର୍ଜ
  • ||
  • ନୂଆଦିଲ୍ଲୀ : କରୋନାରେ ପୂର୍ବତନ ରଣଜୀ କ୍ରିକେଟରଙ୍କ ଦେହାନ୍ତ, ଆଇପିଏଲ୍ ଟିମ୍‌ରେ ହୋଇଥିଲେ ମନୋନୀତ
  • ||
  • ରାଇରଙ୍ଗପୁର : ନିଖୋଜ ନାବାଳିକାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ନବରଙ୍ଗପୁର : ଶାଗ ତୋଳିବା ହେଲା କାଳ, ବଜ୍ରପାତରେ ଚାଲିଗଲା ୨ ନାବାଳିକାଙ୍କ ଜୀବନ, ୨ ଆହତ
  • ||
  • ନୀଳଗିରି : ଗଛରେ ଝୁଲୁଛି ଅଜଣା ଯୁବକଙ୍କ ମୃତଦେହ, ହତ୍ୟା ନା’ ଆତ୍ମହତ୍ୟା ସନ୍ଦେହ
  • ||
  • ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ?
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୭ଜଣଙ୍କ ଜୀବନ, ୨୧୨୧ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା
  • ||
  • ୧୦ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦,୫୨୧ ପଜିଟିଭ୍
  • ||

ଜୁଇରୁ ଉଠି ଜୀବନ୍ତ ବସିପଡିଲେ ମହିଳା, ଦେଖି ଆଶ୍ଚର୍ଯ୍ୟ ହେଲେ ଲୋକେ

17/11/2019 at 2:00 PM

ବ୍ରହ୍ମପୁର ୧୭।୧୧: ଗଞ୍ଜାମ ଜିଲ୍ଲା ପୋଲସରା ଥାନା କଣିଆପଲ୍ଲି ଗାଁରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ପରିବାର ଲୋକେ ଦାହକରିବାକୁ ନେବା ସମୟରେ ଜୁଇରୁ ଉଠି ବସିପଡିଲେ ମହିଳା ।  

ସୂଚନାଯୋଗ୍ୟ ଯେ, ପୋଲସରା ଥାନା କଣିଆପଲ୍ଲି ଗାଁର ଦୁଃଖି ବେହେରା ନାମକ ଜଣେ ମହିଳାଙ୍କୁ ମୃତ ଭାବି ପରିବାର ଲୋକେ ଦାହ କରିବା ଲାଗି ଶ୍ମଶାନକୁ ଦାହ କରିବା ପାଇଁ ନେଇଥିଲେ , କିନ୍ତୁ ବୃଦ୍ଧା ଜଣକ ହଠାତ ଦାହ କରିବା ଆଗରୁ ଉଠି ବସି ପଡିଥିଲେ । ଏହା ଦେଖି ସମସ୍ତେ ଚକିତ ହୋଇ ଯାଇଥିଲେ । ତୁରନ୍ତ ପରିବାରର ଲୋକେ ଆମ୍ବୁଲାନ୍ସ ଯୋଗେ ପୋଲସରା ମେଡିକାଲକୁ ଚିକିତ୍ସା ପାଇଁ ଆଣିଥିବା ଜଣାପଡିଛି ।

   Related Posts