Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୧ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୪ କୋଭିଡ୍ ସଂକ୍ରମିତ, ୩୩୩୪୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଲକ୍ଷ୍ନୌ : ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଶହିଦ ଏକ୍ସପ୍ରେସ୍‌ର ୨ଟି ବଗି ଲାଇନ୍‌ଚ୍ୟୁତ
  • ||
  • କେନ୍ଦୁଝର : ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ବାମୀ, ଅଭିଯୁକ୍ତ ଅଟକ
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୭୮୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ବିଶିଷ୍ଟ ଶ୍ରମିକ ନେତା ଲଳିତ ନାୟକଙ୍କ ପରଲୋକ
  • ||
  • କେନ୍ଦୁଗୁଡ଼ା ଘାଟିରେ ଓଲଟିଲା ଟୁରିଷ୍ଟ ବସ୍ : ଜଣେ ମୃତ , ୧୦ ରୁ ଅଧିକ ଆହତ
  • ||

ବଲାଙ୍ଗୀର: ୬ ଦଫା ଦାବିରେ ଆନ୍ଦୋଳନକୁ ଓହ୍ଲାଇଲେ ପାଚିକା ମହାସଂଘ

21/12/2020 at 7:10 PM

ବଲାଙ୍ଗୀର୨୧/୧୨: ୬ ଦଫା ଦାବିରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି ପାଚିକା ମହାସଂଘ l ପାଚିକାଙ୍କୁ ସର୍ବନିମ୍ନ ଟଙ୍କା,  ୧୦ ମାସ ବଦଳରେ ୧୨ ମାସର ଦରମା, ଶ୍ରମିକଙ୍କ ମାନ୍ୟତା ଭଳି ୬ ଦଫା ଦାବି ନେଇ ରାଜରାସ୍ତାକୁ ଓହ୍ଲାଉଛନ୍ତି ଜିଲ୍ଲାର ପାଚିକା ସଂଘ l

ଜିଲ୍ଲାପାଳଙ୍କୁ ଦେଖାକରି ଦାବି ପତ୍ର ଦେବାକୁ ଆସିଥିବାବେଳେ ଟାଉନ୍ ପୋଲିସ ଆନ୍ଦୋଳନକାରୀଙ୍କୁ ବ୍ଲକ୍ ଶିକ୍ଷା ଅଧିକାରୀଙ୍କ ଅଫିସକୁ ନେଇ ଯାଇଥିଲାl

   Related Posts