Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭିସା ଉପରେ ଲାଗିଥିବା କଟକଣା ହଟାଇଲେ ସରକାର
  • ||
  • ଟ୍ୱିଟରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଇଁ କବିତା ଲେଖିଲେ ରାହୁଲ
  • ||
  • ମା’ ମାଣିକେଶ୍ଵରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଇଁ ୧୪୪ ଧାରା ଜାରି
  • ||
  • ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ
  • ||
  • ରାୟଗଡାରେ ବୋଲେରୋ-ବାଇକ୍ ମୁହାଁମୁହିଁ ଧକ୍କା, ୨ ଗୁରୁତର
  • ||
  • ବିନା ଅନୁମତିରେ ଦାଢ଼ି ରଖି ନିଲମ୍ବିତ ହେଲେ ପୋଲିସ ବାବୁ
  • ||
  • ପାଲଘର ମାମଲାରେ ଆଉ ୨୪ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ବିହାର ନିର୍ବାଚନ ପାଇଁ ବିଜେପି ଜାରି କଲା ସଂକଳ୍ପ ପତ୍ର
  • ||
  • ରାଜ୍ୟରେ ୧୯୧୩ କରୋନା ସଂକ୍ରମିତ ଚିହ୍ନଟ
  • ||

ଦେହରେ କିରୋସିନି ଢାଳି ମହିଳାଙ୍କ ଆତ୍ମହତ୍ୟା

27/12/2018 at 8:01 AM

ତେଲକୋଇ ୨୭|୧୨:  ଦେହରେ କିରୋସିନି ଢାଳି ମହିଳାଙ୍କ ଆତ୍ମହତ୍ୟା । କେନ୍ଦୁଝର ଜିଲ୍ଲା ତେଲକୋଇ ଥାନା କରବାଙ୍ଗି ଖୁଡାବେଡା ସାହିରେ ଘଟିଛି ଏଭଳି ଅଭାବନୀୟ ଘଟଣା । ମୃତ ମହିଳା ହେଉଛନ୍ତି ସବିତା ମହାନ୍ତି । ମହିଳାଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ତେବେ ସେ କାହିଁକି ଏପରି ଆତ୍ମହତ୍ୟା କଲେ ତାହା ସ୍ପଷ୍ଟ ଜଣାପଡିନାହିଁ । ଶାଶୁ ଘର ପକ୍ଷରୁ ନିର୍ଯାତନା ଦିଆଯାଉଥିବା ବାପଘର ପକ୍ଷରୁ ଅଭିଯୋଗ ହୋଇଛି । ତେଲକୋଇ ଥାନାରେ ଅଭିଯୋଗ ବାପଘରଲୋକଙ୍କ ପକ୍ଷରୁ ଅଭିଯୋଗ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ । ପରିବାରଲୋକଙ୍କୁ ପଚରାଉଚରା କରୁଛି ପୋଲିସ ।

   Related Posts