Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନିଆଳି : ଭାରସାମ୍ୟ ହରାଇ ନାଳକୁ ଖସିପଡିଲା ଟ୍ରକ୍ : ଜଣେ ମୃତ, ଦୁଇ ଗୁରୁତର
  • ||
  • ମୁନିଗୁଡା : ଅପରେସନ୍ ଗ୍ରୀନ୍ କ୍ଲିନ୍, ୫ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ଢେଙ୍କାନାଳ : ଚାଷୀଙ୍କୁ କଚାଡି ମାରିଲା ଦନ୍ତା, କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକଙ୍କ ରାସ୍ତା ଅବରୋଧ
  • ||
  • ହରିୟାଣାର ସ୍ୱାସ୍ଥ୍ୟ ମନ୍ତ୍ରୀ କୋରୋନା ପଜିଟିଭ୍‌ ଚିହ୍ନଟ, ‘କୋଭାକ୍ସିନ୍‌’ର ପରୀକ୍ଷାମୂଳକ ଟିକା ନେଇଥିଲେ ଅନିଲ ଭିଜ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୬୫ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୪୦୯ କରୋନା ସଂକ୍ରମିତ, ୩୨୦୮୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଯାଜପୁର : ରାସ୍ତା ନିର୍ମାଣକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ, ୭ ଆହତ
  • ||
  • ବୁର୍ଲା ଭୀମସାରରେ ଅଘଟଣ, ବିଦ୍ୟୁତ ତାର ଛିଣ୍ଡି ପୋଡିଗଲା ରକ୍ତ ଭଣ୍ଡାର ଓ ପ୍ଲାଜମା ବ୍ୟାଙ୍କର ୫ଟି ଫ୍ରିଜର
  • ||

ନୀଳଗିରିରେ ଝୁଲନ୍ତା ଅବସ୍ଥାରେ ମହିଳାଙ୍କ ମୃତଦେହ ଉଦ୍ଧାର

25/05/2018 at 5:36 AM

ଝୁଲନ୍ତା ଅବସ୍ଥାରେ ମହିଳାଙ୍କ ମୃତଦେହ ଉଦ୍ଧାର । ନୀଳଗିରି ବରହମପୁର ଅନ୍ତର୍ଗତ ସରୁଚମ୍ପା ଗାଁର ଘଟଣା । ମୃତ ମହିଳା ଜଣକ ହେଲେ ରୂପାଲି । ମୃତ୍ୟୁର କାରଣ ଜଣାପଡିନି । ଖବରପାଇ ବରମପୁର ପୋଲିସ ମୃତଦେହ ଜବତ କରି ତଦନ୍ତ କରୁଛି । ପେ।ଲିସ ରୂପାଲିଙ୍କ ସ୍ବାମୀ ଚନ୍ଦନକୁ ଅଟକ ରଖି ପଚରାଉଚରା କରୁଛି । ରୂପାଲି ଚନ୍ଦନକୁ ପ୍ରେମ ବିବାହ କରିଥିଲେ । ରୂପାଲିଙ୍କୁ ଶ୍ୱଶୁର ଘର ଲୋକ ମାରି ଦେଇଥିବା ଅଭିଯୋଗ କରିଛନ୍ତି ବାପ ଘରକୁ ଲେ।କ ।

Leave a Reply

   Related Posts