Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରକୁ ଓଡ଼ିଶା ମାଗିଲା ଅଗଷ୍ଟ ବର୍ଷା-ବନ୍ୟାର ସହାୟତା, ଦାବି କଲା ୧୫୬୯.୫୦ କୋଟି ଟଙ୍କା
  • ||
  • ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୩୩ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରକକୁ ପଛ ପଟୁ ପିଟିଲା ଟ୍ରଲର, ୨ ମୃତ
  • ||
  • ଡ଼କାୟତି ଯୋଜନା ପଣ୍ଡ, ବାଇପାସ କଡ଼ରୁ ୬ ଡକାୟତ ଗିରଫ
  • ||

ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର: ମୁଣ୍ଡରେ ରହିଛି ୪ ଚାକିଆ ଗାଡି ଚକର ଦାଗ

11/06/2020 at 10:04 PM

ବରଗଡ଼୧୧/୬: ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପଇକମାଲ ଥାନା ଛେଳିଆମାଲ ଗାଁ ପାଖ ଡୁଙ୍ଗୁରି ଅଞ୍ଚଳରୁ ଏକ ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ମିଳିଥିବା ସୂଚନା ଅନୁସାରେ ପ୍ରାୟ ୩ ଦିନ ପୂର୍ବରୁ ଫିଙ୍ଗି ଦେଇଥିବା ଅନୁମାନ କରାଯାଉଛି। ଶବର ମୁଣ୍ଡକୁ ବାରମ୍ବାର ଚାରି ଚକିଆ ଗାଡିର  ଚକରେ ଦଳି ଦିଆଯାଇଥିବା ଦେଖିବାକୁ ମିଲିଛି। ଏହି ମହିଳାଙ୍କ ହତ୍ୟା କରିଥିବା ନେଇ ପୋଲିସ ସନ୍ଦେହ କରୁଛି। ତିନିଦିନ ହୋଇ ଥିବାରୁ ମୃତଦେହଟି ପାଣିରେ ଫୁଲି ସେଥିରୁ ଦୁର୍ଗନ୍ଧ ବାହାରୁଥିବା ଜଣାପଡିଛି। ଏହି ଘଟଣାରେ ପାଇକମାଲ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି। ମୃତଦେହର ଶବ ବ୍ୟବଚ୍ଛେଦ ପରେ ପ୍ରକୃତ ଘଟଣା ଜଣାପଡିବ ବୋଲି ପୋଲିସ୍ ସୂଚନା ଦେଇଛି।

   Related Posts