Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ବସ୍‌ ଷ୍ଟାଣ୍ଡରେ ଠିଆ ହୋଇଥିବା ବସ୍‌ରେ ଲାଗିଗଲା ନିଆଁ, କେଇ ମିନିଟ୍‌ରେ ଜଳିଗଲା ସମ୍ପୂର୍ଣ୍ଣ ବସ୍
  • ||
  • କନ୍ଧମାଳ : ଜଗାକୁ ଏକା କରି ଚାଲିଗଲା କାଳିଆ, ମା’ ଆଖିରୁ ଶୁଖୁନି ଲୁହ : ମରଶରୀର ପହଞ୍ଚିବା ପରେ ଗାଁରେ ଶୋକାକୂଳ ପରିବେଶ
  • ||
  • କୋରାପୁର : କୋରାପୁର ବସ୍ ଷ୍ଟାଣ୍ଡରୁ ୩ଲକ୍ଷରୁ ଅଧିକ ଟଙ୍କାର ନକଲି ନୋଟ୍ ଜବତ, ଜଣେ ଗିରଫ
  • ||
  • କଟକ : ବାହା ବେଦୀରୁ ବ୍ୟାଙ୍କ୍ ମ୍ୟାନେଜରଙ୍କୁ ଉଠାଇନେଲା ପୋଲିସ, IIFL ଲୁଟ୍ ଘଟଣାରେ ରହିଛି ଲିଙ୍କ୍
  • ||
  • ସୋର : ପାଣିରୁ ଉଦ୍ଧାର ହେଲା ବୃଦ୍ଧଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ପୁରୀ : ପଞ୍ଚୁକର ଦ୍ବିତୀୟ ଦିନ, ବାଙ୍କଚୁଡା ବେଶରେ ବିଭୂଷିତ ମହାପ୍ରଭୁ
  • ||
  • ଚଣ୍ଡିଖୋଲ : ନିର୍ମାଣଧୀନ ପାଣି ଟାଙ୍କି ଉପରେ ଚଢି ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ, ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ
  • ||
  • କୋରାପୁଟ : କୋରାପୁଟ ଜିଲ୍ଲାରୁ ୮୫ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଅଭିଯୁକ୍ତ ଫେରାର
  • ||
  • ଚାକିରୀଆଙ୍କ ପାଇଁ ବଡ ଖବର: ୮ଘଣ୍ଟା ବଦଳରେ ହୋଇପାରେ ୧୨ ଘଣ୍ଟା ସିଫ୍ଟ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୭ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭ଶହ ଅତିକ୍ରମ କଲା ମୃତକଙ୍କ ସଂଖ୍ୟା
  • ||

ଭୟାବହ ଅଗ୍ନିକାଣ୍ଡ ; ମହିଳା ଜୀବନ୍ତ ଦଗ୍ଧ, ୭ବଖରା ଘର ଭସ୍ମୀଭୂତ

12/05/2019 at 4:16 PM

ଭଦ୍ରକ ୧୨|୫: ଭଦ୍ରକ ଗ୍ରାମାଞ୍ଚଳ ଥାନା ଓଗାଳପୁର ଗାଁରେ ଭୟାବହ ଅଗ୍ନିକାଣ୍ଡ ହୋଇଛି । ଘର ଭିତରେ ଥିବା ଜଣେ ମହିଳା ନିଆଁ ଲାଗି ଜୀବନ୍ତ ଦଗ୍ଧ ହୋଇଯାଇଥିବା ବେଳେ ସାତ ବଖରା ଘର ପୋଡି ଭସ୍ମୀଭୁତ ହୋଇଯାଇଛି । ଆଜି ମଧ୍ୟାହ୍ନରେ ଘରେ ନିଆଁ ଲାଗିଯାଇଥିଲା । ଭଦ୍ରକ ଦମକଳ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ କରିଥିଲେ । ତେବେ ସେତବେଳକୁ ମହିଳା ଜଣଙ୍କ ପୋଡି ଯାଇଥିଲେ । ମୃତକ ଜଣକ ହେଉଛନ୍ତି ମିନତୀ ଟୁଡୁ । ଗତ ମାସରେ ତାଙ୍କର ବିବାହ ହୋଇଥିଲା । ତେବେ ଅଗ୍ନିକାଣ୍ଡର କାରଣ ଜଣା ପଡି ନାହିଁ । 

   Related Posts