Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୫୪୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଡିସେମ୍ବର ୩୧ପୂର୍ବରୁ ବସିବ ବିଧାନସଭାର ଶୀତ ଅଧିବେଶନ
  • ||
  • କରୋନାର ଦୈନିକ ସଂକ୍ରମଣରେ ବୃଦ୍ଧି, ୨୪ଘଣ୍ଟାରେ ୪୩୮୯୩ ନୂଆ ଆକ୍ରାନ୍ତ ଚିହ୍ନଟ
  • ||
  • ଅପରେସନ ଅଲ୍ଆଉଟ୍ : ସେନା ଗୁଳିରେ ୨ ଆତଙ୍କୀ ନିହତ, ବନ୍ଧୁକ ଓ ଗୁଳି ଜବତ
  • ||
  • ବିହାର ନିର୍ବାଚନ : ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଆରମ୍ଭ, ୭୧ଟି ଆସନରେ ଚାଲିଛି ଭୋଟିଂ
  • ||

ନିଆଁରେ ପୋଡି ମହିଳା ଜୀବନ୍ତ ଦଗ୍ଧ

25/06/2018 at 5:48 AM

ନିଆଁରେ ପୋଡି ମହିଳା ଜୀବନ୍ତ ଦଗ୍ଧ । ଭଦ୍ରକ କଦମବେଡାରେ ଅଭାବନୀୟ ଘଟଣା । ମୃତ ମହିଳା ସୁବାଷିନୀ ଖିଲାର । ସୁବାଷିନୀଙ୍କ ଘରେ ନିଆଁ ଲାଗି ୪ ବଖରା ଘର ଜଳି ପାଉଁଶ ହୋଇଯାଇଛି । ସର୍ଟ ସର୍କିଟ ଯୋଗୁ ଅଗ୍ନିକାଣ୍ଡ ଘଟିଥିବା କୁହାଯାଇଛି । ତେବେ ମହିଳାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ଭଦ୍ରକ ଟାଉନ ପୋଲିସ ପହଞ୍ଚି ତଦନ୍ତ କରୁଛି ।

   Related Posts