Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୟ ବଢାଉଛି ମୃତ୍ୟୁସଂଖ୍ୟା : ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୪୩ ଜଣଙ୍କ ଜୀବନ
  • ||
  • କମୁଛି ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୩୦୩୧ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ଜାମ୍ମୁ କାଶ୍ମୀର ସପୋରରେ ଏନକାଉଣ୍ଟର: ଲସ୍କର କମାଣ୍ଡର ସମେତ ୩ ଆତଙ୍କୀ ନିହତ
  • ||
  • ଆମେରିକା-ମେକ୍ସିକୋ ସୀମାରେ ହିଂସାକାଣ୍ଡ, ଦୁର୍ବୃତ୍ତଙ୍କ ଆଖିବୁଜା ଗୁଳିମାଡରେ ୧୮ ମୃତ
  • ||
  • ଆଜି ଅନ୍ତର୍ଜାତୀୟ ଯୋଗ ଦିବସ, ଏବର୍ଷର ଥିମ୍ ‘ୟୋଗା ଫର ୱେଲନେସ୍’
  • ||
  • ଆଜିଠୁ କ୍ୟାମ୍ପେନ୍ ମୋଡ୍‌ରେ ଟିକାକରଣ, ରାଜ୍ୟରେ ଦୈନିକ ୩ ଲକ୍ଷ ଭାକସିନେସନ୍ ଟାର୍ଗେଟ୍
  • ||

ପୁରୀରେ ଗଣ୍ଡି, ଡେଲାଙ୍ଗରେ ମୁଣ୍ଡ

20/06/2018 at 6:30 AM

ପୁରୀରେ ଗଣ୍ଡି, ଡେଲାଙ୍ଗରେ ମୁଣ୍ଡ । ପୁରୀରେ ଟ୍ରେନରୁ ଜଣେ ମହିଳାଙ୍କ ମୁଣ୍ଡ ବିହୀନ ମୃତଦେହ ମିଳିଛି । ଗୁଣୁପୁର-ପୁରୀ ପାସେଞ୍ଜର ଟ୍ରେନ୍ ପାଇଖାନାରୁ ମହିଳାଙ୍କ ରକ୍ତାକ୍ତ ଶବ ଉଦ୍ଧାର ହୋଇଛି । ଡେଲାଙ୍ଗ ଗାନ୍ଧୀ ପୀଠ ଫାଟକ ନିକଟ ରେଳ ଧାରଣାରୁ ଗୋଟିଏ କଟା ମୁଣ୍ଡ ଉଦ୍ଧାର ହୋଇଛି । ଗଣ୍ଡି ମୁଣ୍ଡ ସେହି ମହିଳାଙ୍କର ବୋଲି ସନ୍ଦେହ କରାଯାଉଛି । ଜିଆରପି ମୃତଦେହ ଜବତ କରି ତଦନ୍ତ କରୁଛି । ତେବେ ମୃତ ମହିଳାଙ୍କର ପରିଚୟ ମିଳିପାରିନି । କିଏ ଏବଂ କାହିଁକି ଏଭଳି ମହିଳାଙ୍କୁ ବିଭତ୍ସ ଭାବେ ହତ୍ୟା କରିଛି । ହତ୍ୟାକାଣ୍ଡ ପଛର କାରଣ କଣ । ତାର ତଦନ୍ତ କରୁଛି ଜିଆରପି ।

   Related Posts