Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଢେଙ୍କାନାଳ : ଟ୍ରକ୍ ପଛରେ ଧକ୍କା ହେଲା ବାଇକ୍, ବାପା ମୃତ, ଝିଅ ଗୁରୁତର
  • ||
  • ଅନୁଗୋଳ : ଗଛ ତଳୁ ନବଜାତ ଶିଶୁ ପୁତ୍ର ଉଦ୍ଧାର
  • ||
  • ଭୁବନେଶ୍ବର : ବିଜେଡିରେ ମିଶିଲେ କରଞ୍ଜିଆ ଏନଏସିର ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ
  • ||
  • ସମ୍ବଲପୁର : ସଞ୍ଜୀବ ମିତ୍ତଲ ସମ୍ବଲପୁର ବିଶ୍ୱବିଦ୍ୟାଳୟର ନୂତନ କୁଳପତି
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୭ କୋଭିଡ୍ ସଂକ୍ରମିତ, ୩୩୩୭୨୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ପରଲୋକରେ ବରିଷ୍ଠ ଅଭିନେତା ରବି ମିଶ୍ର
  • ||
  • ସାଲେପୁର : ସାଲେପୁରରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ
  • ||
  • ଝାରସୁଗୁଡା : ପ୍ରେମୀଯୁଗଳଙ୍କ ଆତ୍ମହତ୍ୟା ଘଟଣା , ଚିକିତ୍ସାଧିନ ଅବସ୍ଥାରେ ପ୍ରେମିକାଙ୍କ ମୃତ୍ୟୁ, ପୂର୍ବରୁ ଜୀବନ ହାରିଥିଲେ ପ୍ରେମିକ
  • ||
  • ବ୍ରହ୍ମପୁର : ଗୁଳି ମାଡରେ ବେଗୁନିଆପଡା ବ୍ଲକ୍ ପୂର୍ବତନ ଅଧ୍ୟକ୍ଷ ଦେବେନ୍ଦ୍ର ସାହୁଙ୍କ ମୃତ୍ୟୁ
  • ||
  • କଳାହାଣ୍ଡି : ୧୦ଲକ୍ଷ ଟଙ୍କାର ବାଘ ଛାଲ ଜବତ, ୨ ଗିରଫ
  • ||

ତୃଟିପୂର୍ଣ୍ଣ ଅସ୍ତ୍ରୋପଚାର ଯୋଗୁଁ ମହିଳାଙ୍କ ମୃତ୍ୟୁ ! ୨୨ତାରିଖରେ ଜନ୍ମ ଦେଇଥିଲେ କନ୍ୟା ସନ୍ତାନ

11/11/2019 at 6:32 PM

କେନ୍ଦ୍ରାପଡା୧୧|୧୧: ତୃଟିପୂର୍ଣ୍ଣ ଅସ୍ତ୍ରୋପଚାର ଯୋଗୁଁ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ମୃତ ମହିଳାଙ୍କ ନାମ ମଧୁସ୍ମିତା ସାହୁ। ତାଙ୍କ ଘର କେନ୍ଦ୍ରାପଡା ଟାଉନ୍ ଥାନା ଅନ୍ତର୍ଗତ ଚାଟରାପାଟଣା। ଗତ ଅକ୍ଟୋବର ୨୨ତାରିଖରେ ମଧୁସ୍ମିତା କେନ୍ଦ୍ରାପଡା ଜିଲ୍ଲାମୁଖ୍ୟ ଚିକିତ୍ସାଳୟରେ ଏକ କନ୍ୟା ସନ୍ତାନ ଜନ୍ମଦେଇଥିଲେ।

ପିଲା ଜନ୍ମ ହେବାପରେ ତାଙ୍କ ଅପରେସନ୍ ସ୍ଥାନରୁ ରକ୍ତ ବାହାରିଥିଲା। ପରବର୍ତୀ ଅବସ୍ଥାରେ ପରିବାର ଲୋକେ ମଧୁସ୍ମିତାଙ୍କୁ କଟକ ବଡ ମେଡିକାଲ ନେଇ ଯାଇଥିଲେ। ସେଠାରେ ପୁର୍ନବାର ତାଙ୍କର ଅସ୍ତ୍ରୋପଚାର କରାଯାଇଥିଲା। ସେଠାରେ ଚିକିତ୍ସିତ ହେଉଥିବା ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା।

   Related Posts