Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମୁଛି କରୋନା ସଂକ୍ରମଣ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୬୬୯ ଆକ୍ରାନ୍ତ
  • ||
  • ସରକାର ଓ କୃଷକଙ୍କ ମଧ୍ୟରେ ପ୍ରଥମ ବୈଠକ ବିଫଳ: ପୁଣି ଡିସେମ୍ବର ୩ରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା, ଜାରି ରହିବ ଆନ୍ଦୋଳନ
  • ||
  • ସୋର : ବାଇକ୍ ଉପରେ ମାଡିଗଲା କାର୍, ୩ ଗୁରୁତର
  • ||
  • କଣ୍ଟାବାଞ୍ଝି : ରାସ୍ତା କଡ ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍ଦୁ, ଦୁଇ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଟ୍ରକ୍‌କୁ ୮୭ ହଜାର ଟଙ୍କା ଫାଇନ୍, ପରମିଟ୍ ନଥାଇ ପରିବହନ ହେଉଥିଲା ଅଧିକ ଓଜନର ସାମଗ୍ରୀ
  • ||
  • ଆଠମଲ୍ଲିକ : ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ସୋର : ଟ୍ରକ୍ ଚାପାରେ ମା’ ମୃତ, ବାପା-ପୁଅ ଗୁରୁତର
  • ||
  • ସାନଖେମୁଣ୍ଡି : ଦାଦା ବଟି ମାଗିବା ଅଭିଯୋଗରେ ଯୁବକ ଗିରଫ, ମାଉଜର ଓ ଅଫୁଟା ଗୁଳି ଜବତ
  • ||
  • ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୩୭୮ କରୋନା ସଂକ୍ରମିତ, ୩୧୯୧୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

ମହୁଲ ଗୋଟାଇବା ବେଳେ ଭାଲୁ ଆକ୍ରମଣରେ ଜଣେ ମହିଳା ଗୁରୁତର

27/04/2019 at 10:04 AM

ନୂଆପଡା ୨୭|୪: ନୂଆପଡାରେ ଜଣେ ମହିଳାଙ୍କୁ ଭାଲୁ ଆକ୍ରମଣ କରିଛି । ଭାଲୁ ଆକ୍ରମଣରେ ମହିଳା ଜଣଙ୍କ ଗୁରୁତର ଆହତ ହୋଇଛନ୍ତି । ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଗୁରୁତର ମହିଳା ହେଉଛନ୍ତି କୋନ୍ଦିବାଇ ପାଣ୍ଡେ ।

ସୂଚନା ଅନୁସାରେ ନୂଆପଡା ଜିଲ୍ଲା ଖରିଆର ରୋଡ୍ ରେଞ୍ଜ୍ ବୁଏରଭାଡି ଗାଁର କୋନ୍ଦିବାଇ ସକାଳୁ ମହୁଲ ଗୋଟାଇବାକୁ ଯାଇଥିଲେ । ସେହି ସମୟରେ ୩ ଟି ଭାଲୁ ତାଙ୍କୁ ଆକ୍ରମଣ କରିଥିଲେ । ଫଳରେ ମହିଳା ଜଣଙ୍କ ଗୁରୁତର ହୋଇଛନ୍ତି । ତାଙ୍କୁ ନୂଆପଡା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

   Related Posts