ତେଜିଲା ମଦ ବିରୋଧୀ ଆନ୍ଦୋଳନ, ବିଦେଶୀ ମଦ ଦୋକାନ ଉଚ୍ଛେଦ ଦାବିରେ ମହିଳାଙ୍କ ରାସ୍ତା ଅବରୋଧ

Published By : Prameya-News7 Bureau | June 26, 2019 IST

ରାଜନଗର ୨୬|୬: ରାଜନଗରରେ ପୁଣି ତେଜିଲା ମଦ ବିରୋଧୀ ଆନ୍ଦୋଳନ । ଗୋପାଳପୁର ବଜାରରେ ଥିବା ବିଦେଶୀ ମଦ ଦୋକାନ ଉଚ୍ଛେଦ ଦାବିରେ ଶତାଧିକ ମହିଳା ପଟ୍ଟାମୁଣ୍ଡାଇ ରାଜନଗର ମୁଖ୍ୟ ରାସ୍ତା ଅବରୋଧ କରିଛନ୍ତି । ଫଳରେ ରାସ୍ତାର ଉଭୟ ପାର୍ଶ୍ବରେ  ଅଟକି ରହିଛି ଶତାଧିକ ଗାଡ଼ି। ଏ ନେଇ ପୂର୍ବରୁ ଜିଲ୍ଲା ପ୍ରଶାସନ ପାଖରେ ବହୁ ଅଭିଯୋଗ କଲା ପରେ ମଧ୍ୟ ପ୍ରଶାସନ କର୍ଣ୍ଣପାତ ନ କରିବାରୁ ଆଜି ରାଜନଗରର ଶତାଧିକ ମହିଳା ରାସ୍ତା ଅବରୋଧ କରିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.