Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁଣି ନବୀନ ପଟ୍ଟନାୟକ ଏକ ନମ୍ବର, ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ତାଲିକାର ଶୀର୍ଷରେ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୦ କୋଭିଡ୍ ସଂକ୍ରମିତ, ୩୩୪୩୦୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୫ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କଳିଙ୍ଗ ଝୋଟ କାରଖାନାରେ ଅଘଟଣ, ମେସିନରେ ଚାପି ହୋଇ ଶ୍ରମିକ ମୃତ
  • ||
  • ଭଞ୍ଜନଗର : ଘରୋଇ କଳି ହେଲା କାଳ, ଦାଦାର ଛୁରାମାଡ଼଼ରେ ଝିଆରୀ ଆହତ
  • ||
  • ପୁରୀ : ଆଜି ଶ୍ରୀଜିଉଙ୍କ ଦର୍ଶନ ବନ୍ଦ, ଶ୍ରୀମନ୍ଦିର ଭିତରେ ଓ ବାହାରେ କରାଯାଉଛି ସାନିଟାଇଜ୍
  • ||
  • ବ୍ରିଜରେ ଝୁଲିଛି ଯାତ୍ରୀବାହୀ ବସ୍‌, ଅଳ୍ପକେ ବର୍ତ୍ତିଲେ ୫୦ରୁ ଅଧିକ ଯାତ୍ରୀ
  • ||
  • ଆଜିଠୁ ଖୋଲିଲା ଭିତରକନିକା, କୁମ୍ଭୀର ଗଣନା ପାଇଁ ଗତ ୧୫ ତାରିଖଠାରୁ ବନ୍ଦ ଥିଲା ଜାତୀୟ ଉଦ୍ୟାନ
  • ||

ମଦ ଭାଟିରେ ଭଙ୍ଗାରୁଜା କଲେ ଉତ୍ତ୍ୟକ୍ତ ମହିଳା

21/02/2019 at 9:36 AM

ଗାଙ୍ଗପୁର ୨୧|୨: ମଦ ବିରୋଧରେ ତାତିଲେ ଗଞ୍ଜାମ ଜିଲ୍ଲା ଗାଙ୍ଗପୁର ଥାନା ଅଧୀନରେ ଥିବା ନେଟଙ୍ଗା ଗ୍ରାମର ଶତାଧିକ ମିହିଳା । ଗାଁରେ ଥିବା ସରକାରୀ ଦେଶୀ ମଦ ଭାଟିଗୁଡିକୁ ଭାଙ୍ଗିଛନ୍ତି ଉତ୍ତ୍ୟକ୍ତ ମହିଳା । ଏଥିସିହତ ନିଜ ପଞ୍ଚାୟତକୁ ମଦ ମୁକ୍ତ କରିବାପାଇଁ ଦେଇଛନ୍ତି ନାରା । ଗ୍ରାମରେ ମଦ ବିକ୍ରିକୁ ବାରଣ କରାଯାଇଛି । ଏହାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଥିଲା।

   Related Posts