Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦ୍ୱିତୀୟ ଲହରର କରୁଣ ଚିତ୍ର : ହସ୍ପିଟାଲରେ ବେଡ୍ ନାହିଁ, ଫୁଟ୍ ପାଥ୍‌ରେ ଶୋଇଛନ୍ତି କରୋନା ସଂକ୍ରମିତ
  • ||
  • ରାଉରକେଲା : ଦିଲ୍ଲୀରେ ଅକ୍ସିଜେନ୍ ସଙ୍କଟ, ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରୁ ପଠାଗଲା ଅକ୍ସିଜେନ୍ ଟ୍ୟାଙ୍କର
  • ||
  • ଯାଜପୁର : ଅକ୍ସିଜେନ୍ ସଙ୍କଟ, ଯାଜପୁରରୁ ବିଶାଖାପାଟଣା ଓ ପୁଣେ ଗଲା ୨ଟି ଅକ୍ସିଜେନ୍ ଟ୍ୟାଙ୍କର
  • ||
  • ଅନୁଗୋଳ : ଅନୁଗୋଳ ଜିଲ୍ଲାର ୨ଟି ମ୍ୟୁନିସିପାଲଟି ସଟଡାଉନ୍, କଣ୍ଟେନମେଣ୍ଟ ଜୋନ୍ ଘୋଷଣା ହେଲା ନବମିଶ୍ର କଲୋନୀ
  • ||
  • କଳାହାଣ୍ଡି : ପୋଲିସ ରିଜର୍ଭ ଅଫିସରେ ସର୍ଜନ ଓ OAPF ଯବାନଙ୍କ ମଧ୍ୟରେ ମାଡ ଘଟଣା, ଉଭୟଙ୍କୁ ନିଲମ୍ବିତ କଲେ ଏସପି
  • ||
  • କଳାହାଣ୍ଡି : ଜିଏସଟି ଏନଫୋର୍ସମେଣ୍ଟ ଟିମ୍‌ର ଚଢାଉ, ଟ୍ରକ୍‌ରୁ ୫ ଲକ୍ଷ ୩୫ ହଜାର ଟଙ୍କା ଜରିମାନା ଆଦାୟ
  • ||
  • କରୋନା ବେଲଗାମ୍, ଦେଶରେ ୨୪ ଘଣ୍ଟାରେ ୩ ଲକ୍ଷ ୩୨ ହଜାରରୁ ଅଧିକ କେସ୍, ୨୨୬୩ ମୃତ
  • ||
  • ଦୁର୍ଘଟଣାରେ ଆହତ ହେଲେ ମଞ୍ଚ କଳାକାର ରତିକାନ୍ତ ବେହେରା, ହସ୍ପିଟାଲରେ ଭର୍ତ୍ତି
  • ||
  • ଚାଲିଥିଲା ଚୋରା ବନ୍ଧୁକ କାରବାର, ମାଡିବସିଲା ପୋଲିସ, ପିସ୍ତଲ ଜବତ
  • ||
  • ସଂକ୍ରମଣ ସାଙ୍ଘାତିକ, ୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୬୨୧୫ ପଜିଟିଭ୍
  • ||

ବିରୂପା ନଦୀକୁ ଡେଇଁ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ: ସ୍ବାମୀ ଅନ୍ୟ ଜଣେ ମହିଳାଙ୍କ ସହିତ ସମ୍ପର୍କ ରଖିଥିବାରୁ ନେଉଥିଲେ ଚରମ ପଦକ୍ଷେପ

6/11/2019 at 4:43 PM

ନିଶ୍ଚିନ୍ତକୋଇଲି୬|୧୧: କଟକ ଜିଲ୍ଲା କୁମୁଡ଼ା ଜୟପୁର ଫାଣ୍ଡି ଅଧିନ ଜୟପୁର ଗ୍ରାମର ଜଣେ ବିବାହିତା ମହିଳାଙ୍କ ବିରୂପା ନଦୀକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି l ସ୍ଥାନୀୟ ଲୋକେ ସମ୍ପୃକ୍ତ ମହିଳାଙ୍କୁ ମୁର୍ମୁଷ ଅବସ୍ଥାରେ ଉଦ୍ଧାର କରି ମାହାଙ୍ଗା ମେଡିକାଲରେ ଭର୍ତ୍ତି କରାଇଛନ୍ତି l

ସ୍ବାମୀ ଅନ୍ୟ ଜଣେ ମହିଳାଙ୍କ ସହିତ ଖରାପ ସମ୍ପର୍କ ରଖିଥିବାରୁ ମହିଳା ଏଭଳି ଚରମ ପଦକ୍ଷେପ ନେଉଥିବା କହିଛନ୍ତି । ଗତକାଲି ବିଳମ୍ବିତ ରାତିରେ ବିରୂପା ନଦୀକୁ ଡେଇଁଥିବା ଏହି ମହିଳାଙ୍କ ନାଁ  ଝିଲ୍ଲୀ ଜେନା l ତାଙ୍କ ସ୍ବାମୀ ଟୁଟୁ ଜେନା ଅନ୍ୟ ଜଣେ ମହିଳାଙ୍କ ସହ ପରକୀୟା ପ୍ରୀତି ରଖିଥିବା ଝିଲ୍ଲୀ ଅଭିଯୋଗ କରିଛନ୍ତି । ବାରମ୍ବାର କହିଲା ପରେ ମଧ୍ୟ ସ୍ବାମୀ ପରିବର୍ତନ ନହେବାରୁ ସେ ଆତ୍ମହତ୍ୟା ପାଇଁ ଉଦ୍ୟମ କରିଥିଲେ l ସୂଚନା ଅନୁଯାୟୀ ଝିଲ୍ଲୀ ଜେନା ୬ ବର୍ଷ ତଳୁ ଟୁଟୁ ଜେନାଙ୍କୁ ବିବାହ କରିଥିବା ବେଳେ ଝିଲ୍ଲୀଙ୍କ ୨ ଟି ସନ୍ତାନ ଅଛନ୍ତି।

   Related Posts