Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଡ୍ୟାମରେ ଭାସୁଛି ଯୁବକଙ୍କ ମୃତଦେହ, ଗାଧୋଇଲା ବେଳେ ବୁଡି ଯାଇଥିଲେ
  • ||
  • ଦକ୍ଷିଣ ଆଫ୍ରିକାରୁ ମହାରାଷ୍ଟ୍ର ଫେରିଥିବା ବ୍ୟକ୍ତି କୋଭିଡ ପଜିଟିଭ୍: ଆଇସୋଲେସନରେ ସଂକ୍ରମିତ, ଓମିକ୍ରନ୍ ନେଇ ଆଲର୍ଟ
  • ||
  • ଦାନା ବାନ୍ଧୁଛି ବାତ୍ୟା : ୫ରେ ଓଡିଶା-ଆନ୍ଧ୍ର ଉପକୂଳରେ ଲ୍ୟାଣ୍ଡଫଲ୍ !
  • ||
  • ସୋମବାରଠୁ ଶୀତ ଅଧିବେଶନ, ପ୍ରଥମ ଦିନରେ କୃଷି ବିଲ୍ ରବ୍ଦ ନେଇ ଆସିବ ପ୍ରସ୍ତାବ
  • ||

୨ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାର ଚୋରା କାଠ ଜବତ, ଜଣେ ଗିରଫ

26/10/2020 at 4:53 PM

ଢେଙ୍କାନାଳ ୨୬।୧୦: ଢେଙ୍କାନାଳ ବନଖଣ୍ଡ ଅଧିକାରୀଙ୍କ ନିର୍ଦ୍ଦେଶରେ ଗଁନ୍ଦିଆ ଥାନା ଅନ୍ତର୍ଗତ ଭାଲିଆପାଟ ଗ୍ରାମରେ ବନ କର୍ମଚାରୀମାନେ ଚଢ଼ାଉ କରିଥିଲେ । ଉକ୍ତ ଗ୍ରାମର ମଳୟ ପାତ୍ରଙ୍କ ଘରେ ଏହି ଚଢ଼ାଉ କରାଯାଇଥିଲା । ଚଢ଼ାଉ ବେଳେ ତାଙ୍କ ଘରୁ ଶାଳ ଓ ସାଗୁଆନ ଆଦି ଶହେରୁ ଉର୍ଦ୍ଧ୍ବ ସିଫ୍ଟ ଚୋରା କାଠ ଜବତ କରାଯାଇଛି । ଜବତ କାଠର ମୂଲ୍ୟ ୨ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଜଣାପଡିଛି । ଏହି କାଠ କାଟି ଚୋରା ଚାଲାଣ କରୁଥିବା ମଳୟ ପାତ୍ରଙ୍କୁ ବନବିଭାଗ ପକ୍ଷରୁ ଗିରଫ କରାଯାଇ ଥିବା ଜଣାପଡିଛି ।

   Related Posts