Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଧାରଣ ଜନତାଙ୍କ ପାଇଁ ବଢ଼ିଲା ଚିନ୍ତା : ପିଆଜ କିଲୋ ୧୦୦ ଟଙ୍କା !
  • ||
  • ରାସ୍ତା ଝାଡୁମାରି ପ୍ରଶଂସା ସାଉଁଟିଥିବା ଟ୍ରାଫିକ୍ କନେଷ୍ଟବଳ ଲଳିତ ମୋହନ ରାଉତ ସମ୍ମାନୀତ
  • ||
  • ଲେମ୍ବୁ ପାଣିରେ ସନ୍ଧବ ଲୁଣ ମିଶାଇ ସେବନ କଲେ ନିୟନ୍ତ୍ରଣ ହୋଇଥାଏ ଓଜନ
  • ||
  • ଆକର୍ଷଣୀୟ ଚାକିରୀ: ବିସ୍କୁଟ୍ ଚାଖିବାକୁ ମିଳିବ ୪୦ ଲକ୍ଷ ଟଙ୍କା ଦରମା
  • ||
  • ଭକ୍ତଙ୍କ ପାଇଁ ଖୁସି ଖବର, ପୁରୀ ଶ୍ରୀମନ୍ଦିରରେ ମିଳିବ ମହାପ୍ରସାଦ ମିଳିବ
  • ||
  • ପୂଜା ପାଇଁ କଟକ ସହରରେ ମୁତୟନ ହେବେ ୩୦ପ୍ଲାଟୁନ ପୋଲିସ ଫୋର୍ସ
  • ||
  • ସମ୍ବଲପୁର ପଡିଆବାହଲରେ ଟ୍ରକ୍ ଚାପାରେ ମା’ ଓ ଶିଶୁପୁତ୍ରର ମୃତ୍ୟୁ
  • ||
  • ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ
  • ||
  • ସଞ୍ଜୁ ବାବାଙ୍କ ସ୍ୱାସ୍ଥ୍ୟକୁ ନେଇ ସାମ୍ନାକୁ ଆସିଲା ବଡ ଖବର
  • ||
  • ବ୍ରହ୍ମୋସ୍ ମିସାଇଲ୍ ପରୀକ୍ଷଣରେ ଭିଡିଓ ଜାରି କଲା ଭାରତୀୟ ନୌସେନା
  • ||

ଶ୍ରମିକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

15/07/2018 at 7:16 AM

ଅନୁଗୋଳ ନିଶା ଜିନ୍ଦଲ ଲେବର କଲୋନୀରୁ ଶ୍ରମିକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି | ମୃତ ଶ୍ରମିକ ହେଲେ ଯୋଗେନ୍ଦ୍ର ସାହୁ | ଯୋଗେନ୍ଦ୍ରଙ୍କ ଘର ସୁନ୍ଦରଗଡ ଜିଲ୍ଲାର ବଲକୁଟା ଅଞ୍ଚଳରେ | ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି | ଏନେଇ ନିଶା ଥାନା ପୋଲିସର ତଦନ୍ତ ଜାରି ରହିଛି |

   Related Posts