Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରଲୋକରେ ଦିବଙ୍ଗତ ଅଭିନେତା ବିଜୟ ମହାନ୍ତିଙ୍କ ମାଆ
  • ||
  • ଭୁବନେଶ୍ୱରରେ ପହଞ୍ଚିଲା ପ୍ରଥମ ପର୍ଯ୍ୟାୟ କୋଭିସିଲ୍ଡ ଟିକା, ୧୮ ବର୍ଷରୁ ୪୪ ବର୍ଷ ବୟସ୍କଙ୍କୁ ଦିଆଯିବ
  • ||
  • କୁକୁର ଆକ୍ରମଣରେ ହରିଣ ଗୁରୁତର, ଉଦ୍ଧାର କଲେ ଗାଁ ଲୋକେ…
  • ||
  • କଳାହାଣ୍ଡି : ଘର ବାହାରେ ଶୋଇଥିବା ବେଳେ ମାଡିଗଲା ଟ୍ରକ୍, ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ସାନଖେମୁଣ୍ଡି : କୋଭିଡ୍ କଟକଣା ଉଲଂଘନ କରି ଗାଁରେ ଚାଲିଥିଲା ବାହାଘର ଭୋଜିଭାତ, ବନ୍ଦ କଲା ପ୍ରଶାସନ
  • ||
  • ଚୋରି କରୁଥିଲା ବିଦ୍ୟୁତ ଖୁଣ୍ଟ, ଗାଁ ଲୋକଙ୍କ ହାତରେ ଧରାପଡିଲା ଚୋର
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୧ଜଣଙ୍କ ଜୀବନ, ୨୧୬୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧,୮୦୭ ପଜିଟିଭ୍
  • ||
  • କମିଲା ତାତି : ଆଜି ଏହି ସବୁ ଜିଲ୍ଲାରେ ବଜ୍ରପାତ ସହ କୁଆପଥର ବର୍ଷା ସମ୍ଭାବନା
  • ||
  • ସଂକ୍ରମଣ ରୋକିବାକୁ ରାଜ୍ୟରେ ସାପ୍ତାହିକ ସଟ୍‌ଡାଉନ୍, ଜରୁରୀ ସେବାକୁ ଛାଡ଼ିଦେଲେ ସବୁ ବନ୍ଦ
  • ||

ସାରୁଅରେ ଠିକା ଶ୍ରମିକଙ୍କ ଧାରଣା ଅଷ୍ଟମ ଦିନରେ, ହକ୍ ପାଇଁ ଅଡ଼ିବସିଛନ୍ତି ଶ୍ରମିକ

8/11/2020 at 10:45 AM

ଖୋର୍ଦ୍ଧା ୦୮।୧୧: ଖୋର୍ଦ୍ଧା ସାରୁଅ ସ୍ଥିତ ତରଙ୍ଗ ଷ୍ଟୁଡିଓରେ କାମ କରୁଥିବା ଠିକା ଶ୍ରମିକଙ୍କ ଧାରଣା ଅଷ୍ଟମ ଦିନରେ ପହଞ୍ଚିଛି। ନିଜର ହକ୍ ଯଥା ସ୍ଥାୟୀ ନିଯୁକ୍ତି  , ସରକାରଙ୍କ ନିୟମ ଅନୁଯାୟୀ ବେତନ ପ୍ରଦାନ, ଓ ESI, EPF , Life insurance  ପ୍ରଦାନ ପାଇଁ ଶ୍ରମିକ ମାନେ ଦାବି  କରିଛନ୍ତି। 

ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ଧାରଣାରେ ବସିଥିବା ଶ୍ରମିକ ମାନଙ୍କୁ ବୁଝା ସୁଝା କରିଥିଲେ ମଧ୍ୟ କିଛି ସୁଫଳ  ମିଳିନାହିଁ।  ଫଳରେ ଶ୍ରମିକ ମାନଙ୍କ ଧାରଣା ଜାରି ରହିଛି। ଦାବି ନ ପୁରଣ ହେବା ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି ଶ୍ରମିକ ମାନେ କହିଛନ୍ତି। ସେପଟେ ସାରୁଅ ଜମି କେଳେଙ୍କାରୀ ମାମଲାରେ ଗୋଟିଏ ପଟେ ଖୋର୍ଦ୍ଧା ପୋଲିସ ଓ ପ୍ରଶାସନ ତଦନ୍ତ କରୁଥିବା ବେଳେ ଅନ୍ୟ ପକ୍ଷରେ କ୍ରାଇମବ୍ରାଞ୍ଚ ଏହାର ତଦନ୍ତ ଜାରି ରଖିଛି। ଓଡିଶା ଇମ୍ପ୍ରା ଟେକ୍ ର କର୍ମଚାରୀ ରବି ସେଠୀଙ୍କୁ  ଜମି ବିକ୍ରି କରିଥିବା ୨୨ ଜଣ ବିକ୍ରେତା ଆସନ୍ତା କାଲି ଖୋର୍ଦ୍ଧା ଜିଲ୍ଲା ଜଜ୍  କୋର୍ଟରେ  ନିଜର ପକ୍ଷ ରଖିବେ।

   Related Posts