Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ରେ ବଙ୍ଗୋପସାଗରରେ ଲଘୁଚାପ, ନେଇପାରେ ଅବପାତର ରୂପ
  • ||
  • ସଂକ୍ରମଣ ସାମାନ୍ୟ କମିଲା : ଦେଶରେ ୨୪ ଘଣ୍ଟାରେ ୩ ଲକ୍ଷ ୧୧ ହଜାରରୁ ଅଧିକ ପଜିଟିଭ୍, ୪୦୭୭ ମୃତ
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧୭୩୨ ପଜିଟିଭ୍
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୯ଜଣଙ୍କ ଜୀବନ, ୨୩୧୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ଟ୍ରାନ୍ସଫର୍ମର ଉପରେ ଚଢିଗଲେ ଯୁବକ, ଜଳି ଯାଉଥିବା ବେଳେ ଉଦ୍ଧାର କଲା ଅଗ୍ନିଶମ ବାହିନୀ
  • ||
  • ସ୍ୱାମୀ ନା ସଇତାନ ? ସ୍ତ୍ରୀକୁ ପିଟିପିଟି କଲା ହତ୍ୟା
  • ||
  • ପାରା ଧରିବା ବେଳେ ଲାଗିଗଲା ବିଦ୍ୟୁତ ତାର, ପୋଡିଗଲା ଶରୀରର ୯୦%
  • ||

ସାରୁଅ ତରଙ୍ଗ ଷ୍ଟୁଡିଓ ଫାଟକ ସମ୍ମୁଖରେ ଚତୁର୍ଥ ଦିନରେ ଶ୍ରମିକଙ୍କ ଧାରଣା

4/11/2020 at 9:26 AM

ଖୋର୍ଦ୍ଧା ୪।୧୧: ସ୍ଥାୟୀ ନିଯୁକ୍ତି, ଇପିଏଫ, ଇଏସଆଇ, ଜୀବନ ବୀମା ପ୍ରଦାନ ଓ ସରକାରଙ୍କ ସବୁ ନୀତି ନିୟମ ଅନୁଯାୟୀ ବେତନ ପ୍ରଦାନ ଦାବିରେ ତରଙ୍ଗ ଷ୍ଟୁଡିଓରେ କାମ କରୁଥିବା ଶ୍ରମିକମାନେ ଗତ ୧ ତାରିଖରୁ ସାରୁଅ ସ୍ଥିତ ତରଙ୍ଗ ଷ୍ଟୁଡିଓର ମୁଖ୍ୟ ଫାଟକ ସମ୍ମୁଖରେ ଧାରଣା ଦେଇଛନ୍ତି ।

ଖୋର୍ଦ୍ଧା ଉପଜିଲ୍ଲାପାଳ ଓ ଶ୍ରମ ଅଧିକାରୀ ଶ୍ରମିକମାନଙ୍କୁ ବୁଝା ସୁଝା କରିଥିଲେ ମଧ୍ୟ କିଛି ସୁଫଳ ମିଳିନାହିଁ। ଫଳରେ ଶ୍ରମିକମାନଙ୍କ ଧାରଣା ଜାରି ରହିଛି ।

ଶ୍ରମିକମାନଙ୍କ ଦାବିକୁ ନେଇ ୭ ଦିନ ଭିତରେ ସବିଶେଷ ମତାମତ ଦେବାକୁ ଖୋର୍ଦ୍ଧା ଡିଏଲସି ଗତକାଲି ଓଟିଭି ଏମଡିଙ୍କୁ ନୋଟିସ ଜାରି କରିଛନ୍ତି । ଦାବି ପୂରଣ ନହେବା ପର୍ଯ୍ୟନ୍ତ ଶ୍ରମିକମାନେ ଧାରଣାରୁ ହଟିବେ ନାହିଁ ବୋଲି କହିଛନ୍ତି ।

   Related Posts