Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଡିସେମ୍ବର ମାସ ପାଇଁ ଗାଇଡ୍‌ ଲାଇନ୍ ଜାରି କଲେ ରାଜ୍ୟ ସରକାର
  • ||
  • ଭାଇ ହେଲା ଭଗାରୀ: ଜମିବାଡି ଲୋଭରେ ନିଜ ରକ୍ତ ସଂପର୍କର ଭାଇ-ପୁତୁରାକୁ ଦେଲା ହାଣି
  • ||
  • ଅଭୟକାନ୍ତଙ୍କ ଲିଙ୍କ୍‌ର ଖୋଳତାଡ଼: ସମସ୍ତଙ୍କୁ ଯିବ ନୋଟିସ୍, କିଏ ବଫାଦାର- କିଏ ଗଡ଼ ଫାଦର?
  • ||
  • ପରୀ ହତ୍ୟା ମାମଲା: ଅରୁଣ ବୋଥ୍ରାଙ୍କ ନେତୃତ୍ବରେ ୫ ଜଣିଆ ଏସ୍‌ଆଇଟି ଟିମ୍‌ ଗଠିତ, ହାଇକୋର୍ଟଙ୍କୁ ଅବଗତ କଲେ ସରକାର
  • ||
  • ସୋର : ବେଙ୍ଗାଲୁରୁରୁ ଲୁଟ୍ ହୋଇଥିବା ୪ଲକ୍ଷ ଟଙ୍କା ମିଳିଲା ଚାଉଳ ଡବାରୁ
  • ||
  • ତେଲକୋଇ : ମଞ୍ଚାରେ ଶୋଇଥିବା ବେଳେ ଲାଗିଗଲା ନିଆଁ, ପୋଡି ହୋଇ ମହିଳା ଗୁରୁତର
  • ||
  • ସମ୍ବଲପୁର : ଜିପ୍ ଧକ୍କାରେ ଶିଶୁ ମୃତ୍ୟୁକୁ ନେଇ ଉତ୍ତେଜନା, ଚାଳକଙ୍କୁ ଅଟକ ରଖିଲା ପୋଲିସ
  • ||
  • ବଡବିଲ : ଭାରସାମ୍ୟ ହରାଇ ୨୫ଫୁଟ ଖାଇକୁ ଖସିଲା ଟ୍ରକ୍, ଡ୍ରାଇଭର ମୃତ
  • ||
  • ଝାରସୁଗୁଡା : ଜାଲ୍ ନୋଟ୍‌ କାରବାରର ପର୍ଦ୍ଦାଫାଶ, ୩ ଗିରଫ, ୯୬ ହଜାର ଜାଲ୍ ନୋଟ୍ ଜବତ
  • ||
  • କଟକ : IIFLରୁ ସୁନା ଲୁଟ୍ ମାମଲାରେ ଆଉ ୨ ଜଣଙ୍କୁ ବାନ୍ଧିଲା ପୋଲିସ, ମୁଖ୍ୟ କାର୍ପଟଦାର ଲାଲାର ଥିଲେ ସହଯୋଗୀ
  • ||

ସମ୍‌ରେ ଦୁଇଦିନିଆ ଅଲ୍‌ଟ୍ରାସାଉଣ୍ଡ ସମ୍ପର୍କିତ କର୍ମଶାଳା

18/09/2019 at 4:11 PM

ଭୁବନେଶ୍ବର ୧୮|୯: ଶିକ୍ଷା ଓ ଅନୁସନ୍ଧାନ (ଡିମ୍ଡ ଟୁ ବି ୟୁନିଭର୍ସିଟି) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲରେ ଦୁଇଦିନିଆ ଅଲ୍ଟ୍ରାସାଉଣ୍ଡ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ସମ୍ ହସ୍ପିଟାଲର କ୍ରିଟିକାଲ୍ କେୟାର ବିଭାଗ ପକ୍ଷରୁ ଏହି କର୍ମାଶାଳା ଆୟୋଜନ କରାଯାଇଥିଲା । କର୍ମଶାଳାକୁ ଆଇଏମ୍ଏସ୍ ଆଣ୍ଡ ସମ୍ ହସ୍ପିଟାଲର ସୁପରିଟେଣ୍ଡେଂଟ ଡଃ ପୁଷ୍ପରାଜ ସାମନ୍ତସିଂହାର, ଅତିରିକ୍ତ ଡିନ୍ ଡଃ ଅଜୟ ଜେନା ଓ କ୍ରିଟିକାଲ୍ କେୟାର ବିଭାଗ ମୁଖ୍ୟ ଡଃ ଶକ୍ତି ବେଦାନ୍ତ ମିଶ୍ର ଉଦଘାଟନ କରିଥିଲେ ।

ଅଲ୍ଟ୍ରାସାଉଣ୍ଡର ଆବଶ୍ୟକତା ଓ ଗୁରୁତର ଅବସ୍ଥାରେ ଥିବା ରୋଗୀମାନଙ୍କ ଉପରେ ଏହାର ବ୍ୟବହାର ସମ୍ପର୍କିତ ଆଲୋଚନା ଏହି କର୍ମଶାଳାର ମୁଖ୍ୟ ବିଷୟବସ୍ତୁ ଥିଲା । କର୍ମଶାଳାରେ ବିଭିନ୍ନ ମେଡିକାଲ୍ କଲେଜର ଯୁବ ଡାକ୍ତରମାନେ ଯୋଗ ଦେଇ ଅଲ୍ଟ୍ରାସାଉଣ୍ଡ ସମ୍ପର୍କିତ ଜ୍ଞାନ ଆହରଣ କରିଥିଲେ । ଏହି ପରିପ୍ରେକ୍ଷୀରେ ଡାକ୍ତରମାନଙ୍କୁ ରୋଗୀମାନଙ୍କ ଉପରେ ଅଲ୍ଟ୍ରାସାଉଣ୍ଡର ପ୍ରୟୋଗ କରିବା ସମ୍ପର୍କରେ ବୁଝାଯାଇଥିଲା ।

ଏହି କର୍ମଶାଳାରେ ବିଭିନ୍ନ ଡାକ୍ତରଖାନା ଓ ମେଡିକାଲ୍ କଲେଜର ଖ୍ୟାତିସମ୍ପନ୍ନ ବରିଷ୍ଠ ଡାକ୍ତରମାନେ ମଧ୍ୟ ତାଙ୍କର ବକ୍ତବ୍ୟ ରଖିଥିଲେ ।

   Related Posts