Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଉଦ୍ଧାର ହେଲା ବିରାଟ ହରିଣ, ଓଜନ ୧ କ୍ୱିଣ୍ଟାଲ, ପେଟରେ ଗଭୀର କ୍ଷତ
  • ||
  • ସୁବର୍ଣ୍ଣପୁର : ରାସ୍ତା କଡରେ ପଡି କାନ୍ଦୁଥିଲା ନବଜାତ ଶିଶୁ, ଉଦ୍ଧାର କଲେ ଦମ୍ପତ୍ତି
  • ||
  • ହାଇଦର ସହଯୋଗୀ ୟାକୁବର ଆତ୍ମସମର୍ପଣ, SCBରେ ହାଇରଦରକୁ ଭେଟିଥିଲା ୟାକୁବ
  • ||
  • ଚମକ ହରାଉଛି ସୁନା : ପୁଣି କମିଲା ଦାମ୍, ୧୦ ହଜାର ଟଙ୍କା ହେଲାଣି ଶସ୍ତା
  • ||
  • ଗଜପତି : ଘାରିଲା କରୋନା ଭୟ, ଆଜିଠୁ ଗଜପତି ଜିଲ୍ଲାର ସବୁ ସୀମା ସିଲ୍
  • ||
  • ନୀଳଗିରି : ମାସ୍କ ଚେକିଂ ନାଁରେ ୨ ଯୁବକଙ୍କୁ ଗୁଡେଇ ତୁଡେଇ ପିଟିଲା ପୋଲିସ, ସୋସିଆଲ୍ ମିଡିଆରେ ଭିଡିଓ ଭାଇରାଲ୍
  • ||
  • ଚାନ୍ଦବାଲି : ମାସ୍କ ଚେକିଂ ନାଁରେ ୨ ଯୁବକଙ୍କୁ ଗୁଡେଇ ତୁଡେଇ ପିଟିଲା ପୋଲିସ, ସୋସିଆଲ୍ ମିଡିଆରେ ଭିଡିଓ ଭାଇରାଲ୍
  • ||
  • ଜଳେଶ୍ବର : ଓଭରବ୍ରିଜ୍ ଓ୍ବାଲ୍‌କୁ ଧକ୍କା ଦେଇ ଓଲଟିଲା ବୋଲେରୋ, ୬ ଗୁରୁତର
  • ||
  • ଭୁବନେଶ୍ବର : ରାଜ୍ୟରେ କରୋନା ନେଲା ଆଉ ୨ ଜଣଙ୍କ ଜୀବନ, ୧୯୨୮ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୩୦ଜିଲ୍ଲାରୁ ଚିହ୍ନଟ ହେଲେ ସଂକ୍ରମିତ, ୨୪ ଘଣ୍ଟାରେ ୧୭୪୧ ପଜିଟିଭ୍ ଚିହ୍ନଟ
  • ||

ବିଶ୍ବକପ୍ କ୍ରିକେଟ୍ ୨୦୧୯ : ଆଜି ଅଷ୍ଟ୍ରେଲିଆ ଏବଂ ବାଂଲାଦେଶ ମଧ୍ୟରେ ଟକ୍କର

20/06/2019 at 10:47 AM

ଲଣ୍ଡନ ୨୦|୬: ଆଜି ବିଶ୍ବକପ୍ ରେ ୨୬ ତମ ମ୍ୟାଚ୍ ରେ ଅଷ୍ଟ୍ରେଲିଆ ଏବଂ ବାଂଲାଦେଶ ଟକ୍କର ହେବ । ଏହି ମ୍ୟାଚ୍ ରେ ମଧ୍ୟ ବିଜୟୀ ହୋଇ ବାଂଲାଦେଶ ସେମିଫାଇନାଲ ଆଡ଼କୁ ଆଉ ପାଦେ ଆଗେଇବା ଲକ୍ଷ୍ୟରେ ରହିଛି । ଅନ୍ୟପକ୍ଷରେ ଅଷ୍ଟ୍ରେଲିଆ ମଧ୍ୟ ସେମିଫାଇନାଲରେ ପ୍ରବେଶ କରିବା ଲକ୍ଷ୍ୟରେ ରହିଛି । ଅଷ୍ଟ୍ରେଲିଆ ବିପକ୍ଷରେ ସାକିବ୍ ପୁଣିଥରେ ଧୁଆଁଧାର ଇନିଂସ ଖେଳିବାର ପ୍ରୟାସ କରିବେ।

   Related Posts