Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ପୁରୀ : ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ, ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ: ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ : ଟସ୍ ଜିତିଲା ଅଷ୍ଟ୍ରେଲିଆ, ପ୍ରଥମେ କରିବ ବ୍ୟାଟିଂ
  • ||
  • ଚଳିତ ବର୍ଷ ବିନ୍ଦୁସାଗରରେ ଡଙ୍ଗା ଭସା ଉପରେ ରୋକ୍, ନିଷ୍ପତ୍ତି ନେଲା ବିଏମସି
  • ||

ବିଶ୍ବକପ୍ କ୍ରିକେଟ୍ : ଆଜି ଇଂଲଣ୍ଡ-ନ୍ୟୁଜିଲାଣ୍ଡ ମୁକାବିଲା

3/07/2019 at 11:26 AM

ଆଜି ବିଶ୍ପକପ୍ ଫାଇଟ୍ ରେ ଇଂଲଣ୍ଡ-ନ୍ୟୁଜିଲାଣ୍ଡ ମୁକାବିଲା । ଏହି ମ୍ୟାଚ୍ ଟି  ଉଭୟ ଦଳ ପାଇଁ କର ବା ମର ସ୍ଥିତି । କାରଣ ସେମିରେ ପ୍ରବେଶ ପାଇଁ ହେଲେ ଇଂଲଣ୍ଡକୁ ଏହି ମ୍ୟାଚ୍ ଜିତିବା ନିହାତି ଆବଶ୍ୟକ । ସେହିପରି ନ୍ୟୁଜିଲାଣ୍ଡ ପାଇଁ ମଧ୍ୟ ଏହି ମ୍ୟାଚ୍ ଜିତିବା ଜରୁରୀ । ଟିମ୍ ଇଣ୍ଡିଆକୁ ୩୧ ରନ୍ ରେ ହରାଇବା ପରେ ଇଂଲଣ୍ଡର ସେମି ଆଶା ବଳବତ୍ତର ରହିଛି । ଦଳ ୮ ଟି ମ୍ୟାଚ୍ ଖେଳି ୧୦ ପଏଣ୍ଟ ପାଇଛି । ନ୍ୟୁଜିଲାଣ୍ଡକୁ ହରାଇଲେ ଇଂଲଣ୍ଡ ମୋଟ୍ ୧୨ ପଏଣ୍ଟ ସହ ସେମିରେ ପ୍ରବେଶ କରିପାରିବ । ଯଦି ଇଂଲଣ୍ଡ ହାରିଯାଏ ତେବେ ନ୍ୟୁଜିଲାଣ୍ଡ ସେମିରେ ସ୍ଥାନ ପକ୍କା କରିବ । ନ୍ୟୁଜିଲାଣ୍ଡ ୮ ମ୍ୟାଚ୍ ରୁ ୧୧ ପଏଣ୍ଟ ହାସଲ କରିଛି ।

   Related Posts