Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରକୁ ଓଡ଼ିଶା ମାଗିଲା ଅଗଷ୍ଟ ବର୍ଷା-ବନ୍ୟାର ସହାୟତା, ଦାବି କଲା ୧୫୬୯.୫୦ କୋଟି ଟଙ୍କା
  • ||
  • ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୩୩ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରକକୁ ପଛ ପଟୁ ପିଟିଲା ଟ୍ରଲର, ୨ ମୃତ
  • ||
  • ଡ଼କାୟତି ଯୋଜନା ପଣ୍ଡ, ବାଇପାସ କଡ଼ରୁ ୬ ଡକାୟତ ଗିରଫ
  • ||

ଭାରତକୁ ବଡ ଝଟ୍‌କା: ମାତ୍ର ୧ରନ୍ ଲେଖାଏଁ କରି ଆଉଟ୍ ହେଲେ ରୋହିତ ଓ କୋହଲି

10/07/2019 at 3:20 PM

ମାଞ୍ଚେଷ୍ଟର ୧୦|୭ : ଭାରତ ଓ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଚାଲିଥିବା ସେମିଫାଇନାଲ ମ୍ୟାଚ୍ ରେ ନ୍ୟୁଜିଲ୍ୟାଣ୍ଡ ଦଳ ଭାରତକୁ ୨୪୦ ରନ୍ ର ଟାର୍ଗେଟ୍ ଦେଇଛନ୍ତି । ତେବେ ଭାରତର ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟ ହୋଇଛି । ଭାରତର ଓପନିଂ ବ୍ୟାଟ୍ସମ୍ୟାନ୍ ରୋହିତ ଶର୍ମା ୧ ରନ୍ କରି ଆଉଟ୍ ହୋଇଥିବା ବେଳେ ଅଧିନାୟକ ବିରାଟ କୋହଲି ମଧ୍ୟ ୧ ରନ୍ କରି ଆଉଟ୍ ହୋଇଛନ୍ତି । ୩ ଓଭରରେ ଭାରତର ସ୍କୋର ରହିଛି ୨ ଓ୍ବିକେଟ୍ ରେ ମାତ୍ର ୫ ରନ୍ ।

   Related Posts