Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କର୍ଣ୍ଣାଟକକୁ ମିଳିଲା ନୂଆ ମୁଖିଆ, ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବାସବରାଜ ବୋମ୍ମାଇ
  • ||
  • ବଙ୍ଗୋପସାଗରରେ ଲଘୁଚାପ, ଆସନ୍ତା ୩୦ଯାଏଁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା
  • ||
  • ମାଓ ସହିଦ ସପ୍ତାହରେ ଜାରି ଲାଗିଲା ପୋଷ୍ଟର, ଜାରି ହେଲା ଅଡିଓ ଟେପ୍
  • ||
  • ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୯ ଜଣଙ୍କ ଜୀବନ
  • ||
  • ସାମାନ୍ୟ ବଢିଲା ସଂକ୍ରମଣ : ୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୧୭୦୩ କରୋନା ପଜିଟିଭ୍
  • ||

ବିଶ୍ୱ ସାଇକେଲ ଦିବସରେ ସାଇକେଲ ଶୋଭାଯାତ୍ରାକାରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

3/06/2018 at 11:29 AM

ବିଶ୍ୱ ସାଇକେଲ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା
ସାଇକେଲ ଶୋଭାଯାତ୍ରାକାରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ସାଇକେଲ ଚଲାଇବା ପ୍ରତି ସଚେତନତା ସୃଷ୍ଟି ପାଇଁ ଶୋଭାଯାତ୍ରା
କଟକରୁ ଭୁବନେଶ୍ବର ପର୍ଯ୍ୟନ୍ତ ୨୫ ଜଣିଆ ଟିମ୍ର ଶୋଭାଯାତ୍ରା
କଟକ ଆନନ୍ଦଭବନରୁ ଶୋଭାଯାତ୍ରାରେ ବାହାରି ନବୀନ ନିବାସ ଯାଏଁ ଆସିଲେ
ପରିବେଶ ପ୍ରଦୂଷଣ ରୋକିବା ଓ ସାଇକେଲ ଚଲାଇବା ପ୍ରତି ସଚେତନତା ସୃଷ୍ଟି କରିବା ମୁଖ୍ୟ ଲକ୍ଷ୍ୟ

Leave a Reply

   Related Posts