Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୧୯୬୯ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୪୪୬ ଡିସଚାର୍ଜ
  • ||
  • ବଶବରାଜ ବୋମାଇ ହେବେ କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ, ପ୍ରସ୍ତାବ ଦେଲେ ୟେଦିୟୁରପ୍ପା
  • ||
  • ସିରିଜ୍ ଅଧାରୁ କୋଭିଡ୍ ସଂକ୍ରମିତ ହେଲେ ଭାରତୀୟ ଅଲରାଉଣ୍ଡର କ୍ରୁନାଲ ପାଣ୍ଡ୍ୟା, ଭାରତ-ଶ୍ରୀଲଙ୍କା ଦ୍ବିତୀୟ ଟ୍ବେଣ୍ଟି ଟ୍ବେଣ୍ଟି ବାତିଲ
  • ||
  • ଦେଶରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୨୯ ହଜାରରୁ ଅଧିକ ପଜିଟିଭ୍, ୪୧୫ ମୃତ
  • ||
  • ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୦ ଜଣଙ୍କ ଜୀବନ
  • ||
  • କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୧୬୨୯ କରୋନା ପଜିଟିଭ୍
  • ||
  • ମୟୂରଭଞ୍ଜ : ଗାଧୋଇବା ବେଳେ ଖସିଗଲା ଗୋଡ, ପୋଖରୀରେ ବୁଡି ୨ ଶିଶୁ ମୃତ
  • ||
  • ସମ୍ବଲପୁର : ଯୁବକଙ୍କୁ ନିର୍ମମ ଭାବେ ହତ୍ୟା, ଉଦ୍ଧାର ହେଲା ରକ୍ତ ଜୁଡୁବୁଡୁ ମୃତଦେହ
  • ||

ବିଶ୍ବ ପରିବେଶ ଦିବସ ପୂର୍ବରୁ ପ୍ଲାଷ୍ଟିକ ମୁକ୍ତ ପରିବେଶ ପାଇଁ ଦିବସ ସଚେତନତା କାର୍ଯ୍ୟକ୍ରମ

3/06/2018 at 6:39 AM

ବିଶ୍ବ ପରିବେଶ ଦିବସ ପୂର୍ବରୁ ପ୍ଲାଷ୍ଟିକ ମୁକ୍ତ ପରିବେଶ ପାଇଁ ଦିବସ ସଚେତନତା କାର୍ଯ୍ୟକ୍ରମ । ନାଲକୋ ପକ୍ଷରୁ ଭୁବନେଶ୍ବରରେ ଆୟୋଜିତ ହୋଇଛି ମିନି ମାରାଥନ ।ପ୍ରଦର୍ଶନୀ ପଡିଆଠାରୁ ମିନି ମାରଥନ ବାହାରି କଳିଙ୍ଗ ଷ୍ଟାଡିୟମ ପର୍ଯ୍ୟନ୍ତ ଯାଇଥିଲା । ପରିବେଶକୁ ପ୍ଲାଷ୍ଟିକ ମୁକ୍ତ କରି ସୁସ୍ଥ ରହିବା ଉଦ୍ଦେଶ୍ୟରେ ଲୋକଙ୍କୁ ସଚେତନ କରାଯାଇଥିଲା । କେନ୍ଦ୍ର ଜଙ୍ଗଲ ଓ ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ବିଭାଗ ଏଥିରେ ସାମିଲ ହୋଇଥିଲା । ମିନି ମାରଥନରେ ଏଥିରେ ନାଲୋକ ସିଏମ୍ଡି ତପନ ଚାନ୍ଦ, । କେନ୍ଦ୍ର ଜଙ୍ଗଲ ଓ ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ବିଭାଗ ବରିଷ୍ଠ ଅଧିକାରୀ ଆର୍.କେ ଦେଙ୍କ ସମେତ ବିଭିନ୍ନ ସଙ୍ଗଠନ ଓ ଛାତ୍ରଛାତ୍ରୀ ସାମିଲ ହୋଇଥିଲେ ।

Leave a Reply

   Related Posts