Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସିରିଜ୍ ଅଧାରୁ କୋଭିଡ୍ ସଂକ୍ରମିତ ହେଲେ ଭାରତୀୟ ଅଲରାଉଣ୍ଡର କ୍ରୁନାଲ ପାଣ୍ଡ୍ୟା, ଭାରତ-ଶ୍ରୀଲଙ୍କା ଦ୍ବିତୀୟ ଟ୍ବେଣ୍ଟି ଟ୍ବେଣ୍ଟି ବାତିଲ
  • ||
  • ଦେଶରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୨୯ ହଜାରରୁ ଅଧିକ ପଜିଟିଭ୍, ୪୧୫ ମୃତ
  • ||
  • ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୦ ଜଣଙ୍କ ଜୀବନ
  • ||
  • କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୧୬୨୯ କରୋନା ପଜିଟିଭ୍
  • ||
  • ମୟୂରଭଞ୍ଜ : ଗାଧୋଇବା ବେଳେ ଖସିଗଲା ଗୋଡ, ପୋଖରୀରେ ବୁଡି ୨ ଶିଶୁ ମୃତ
  • ||
  • ସମ୍ବଲପୁର : ଯୁବକଙ୍କୁ ନିର୍ମମ ଭାବେ ହତ୍ୟା, ଉଦ୍ଧାର ହେଲା ରକ୍ତ ଜୁଡୁବୁଡୁ ମୃତଦେହ
  • ||

ଆଜି ବିଶ୍ୱ ତମାଖୁ ମୁକ୍ତ ଦିବସ

31/05/2018 at 5:29 AM

ଆଜି ହେଉଛି ବିଶ୍ୱ ତମାଖୁ ମୁକ୍ତ ଦିବସ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ତରଫରୁ ୧୯୮୭ରୁ ପ୍ରତିବର୍ଷ ମେ ୩୧ରୁ ବିଶ୍ୱ ତମାଖୁ ମୁକ୍ତ ଦିବସ ଭାବେ ପାଳନ କରାଯାଏ । ଏହି ଦିନରେ ଚବିଶ ଘଣ୍ଟା ପର୍ଯ୍ୟନ୍ତ କୈଣସି ଧରଣ ତମାଖୁ ସେବନ ନ କରିବା ପାଇଁ ଲୋକଙ୍କୁ ଉତ୍ସାହିତ କରାଯାଏ । ତମାଖୁର କ୍ଷତିକାରକ ଦିବ ପ୍ରତି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ ତଥା ଏବାବଦରେ ସଚେତନାତା ସୃଷ୍ଟି ଏହି ଦିବସ ପାଳନର ମୁଖ୍ୟ ଲକ୍ଷ । ପ୍ରତିବର୍ଷ ତମାଖୁ ସେବନ କାରଣରୁ ବିଶ୍ୱ ପ୍ରାୟ ଷାଠିଏ ଲକ୍ଷ ମଣିଷଙ୍କର ଅକାଳ ମୃତ୍ୟୁ ଘଟୁଛି । ତେବେ ଚଳିତ ବର୍ଷର ଥିମ୍ ରହିଛି ‘ତମାଖୁ ହୃଦୟ ଭାଙ୍ଗି ଦିଏ’ ।

Leave a Reply

   Related Posts