Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବେଙ୍ଗଲ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ
  • ||
  • ଇଂଲଣ୍ଡକୁ ଏକ ଇନିଂସ୍‌ ଓ ୨୫ ରନ୍‌ରେ ହରାଇଲା ଟିମ୍‌ ଇଣ୍ଡିଆ
  • ||
  • ଅହମଦାବାଦ ଟେଷ୍ଟ ଜିତିଲା ଭାରତ
  • ||
  • ଭାରତ ୩-୧ରେ ସିରିଜ୍‌ ବିଜୟୀ
  • ||
  • ଚାନ୍ଦବାଲି : ବିଜେଡିର ମିଶ୍ରଣ ପର୍ବ, ଦଳକୁ ପ୍ରତ୍ୟାବର୍ତ୍ତନ କଲେ ହେବିଓ୍ବେଟ୍ ନେତା ପ୍ରତାପ ଧଳ
  • ||
  • ମାଥିଲି : କୂଅରୁ ଉଦ୍ଧାର ହେଲା ମା’ ଓ ଶିଶୁ କନ୍ୟାର ମୃତଦେହ, ଶୁକ୍ରବାର ରାତିରୁ ଥିଲେ ନିଖୋଜ
  • ||
  • ଭୁବନେଶ୍ବର : ରାଜଧାନୀର ବିଚ୍ ରାସ୍ତାରେ ଗୋଡେଇ ଗୋଡେଇ ହାଣିଲେ, ଜଣେ ମୃତ, ୨ ଆକ୍ରମଣକାରୀଙ୍କୁ ଧରିଛି ପୋଲିସ
  • ||
  • ବଲାଙ୍ଗିର : ପିଟି ପିଟି ମାରିଦେଲେ, ପ୍ରମାଣ ନଷ୍ଟ ପାଇଁ ଫିଙ୍ଗିଦେଲେ ନାଳରେ, ୨୪ ଘଣ୍ଟାରେ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ
  • ||
  • ସୋର : କେନାଲରେ ଗାଧୋଇବା ବେଳେ ଭାସିଗଲେ ଯୁବକ, ୩ଦିନ ପରେ ଗୁଜୁରାଟରୁ ଫେରିଲା ମୃତଦେହ
  • ||
  • ଆଠମଲ୍ଲିକ : ଅଜଣା ଗାଡି ଧକ୍କାରେ ଜଣେ ମୃତ, ଜଣେ ଆହତ
  • ||

ଢେଙ୍କାନାଳରେ ବିଶ୍ବ ଫଟୋଗ୍ରାଫି ଦିବସ ପାଳିତ:ଜିତେନ୍ଦ୍ରଙ୍କୁ ଫଟୋଗ୍ରାଫିରେ ଅବଦାନ ପାଇଁ ସମ୍ବର୍ଦ୍ଧନା

21/08/2018 at 2:07 AM

ଢ଼େଙ୍କାନାଳ ୨୧/୮:
ବିଶ୍ବ ଫଟୋଗ୍ରାଫି ଦିବସ ଅବସରରେ ଢେଙ୍କାନାଳ ସାମ୍ବାଦିକ ଭବନରେ ଫଟୋ ଓ ଭିଡିଓ ସାମ୍ବାଦିକମାନଙ୍କ ପକ୍ଷରୁ ବିଶ୍ବ ଫଟୋଗ୍ରାଫି ଦିବସ ପାଳିତ ହୋଇଯାଇଛି। ବରିଷ୍ଠ ସାମ୍ବାଦିକ ପ୍ରଦ୍ୟୁମ୍ନ ରଥଙ୍କ ଅଧ୍ୟକ୍ଷତାରେ ଏହି ଉତ୍ସବରେ ନଗରପାଳ ସୁଧାଂଶୁ କୁମାର ଦଳେଇ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦଘାଟନ କରିଥିଲେ । ଉତ୍ସବରେ ଜିଲ୍ଲା ସାମ୍ବାଦିକ ସଂଘର ନୂତନ ଭାବେ ନିର୍ବାଚିତ ହୋଇଥିବା ସଭାପତି ପ୍ରସନ୍ନ ପଟ୍ଟନାୟକ ଓ ସାଧାରଣ ସଂପାଦକ ପ୍ରତାପ ବରାଳଙ୍କୁ ସ୍ବାଗତ କରାଯାଇ ସମ୍ବର୍ଦ୍ଧିତ କରାଯାଇଥିଲା । ଫଟୋଗ୍ରାଫିରେ ଉଲ୍ଲେଖନୀୟ ଅବଦାନ ପାଇଁ ‘ଜେଡ୍ଇନ୍ ଫଟୋ ଷ୍ଟୁଡିଓ’ର ସତ୍ବାଧିକାରୀ ତଥା ଫଟୋଗ୍ରାଫର ଜିତେନ୍ଦ୍ର କୁମାର ସାହୁଙ୍କୁ ଉତ୍ସବରେ ଉତ୍ତରୀୟ ଓ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା।

   Related Posts