Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜି.ଉଦୟଗିରି: ମିନିବସରେ ଲାଗିଲା ନିଆଁ
  • ||
  • ଟାଙ୍ଗୀ: ବାଲିନାଶିରେ ୨ ଭାଇଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଲେ ଦୁର୍ବୃତ୍ତ, ଗୁରୁତର ଅବସ୍ଥାରେ ଏମ୍ସରେ ଭର୍ତ୍ତି
  • ||
  • ବଲାଙ୍ଗୀର: ବେଆଇନ୍ ବାଲି ବୋଝେଇ ଟ୍ରାକ୍ଟର ଜବତ, ମାଲିକଙ୍କ ଉପରେ ୨୦ ହଜାର ଟଙ୍କାର ଫାଇନ୍ ଲଗାଇଲେ ତହସିଲଦାର
  • ||
  • ରାଇରଙ୍ଗପୁର: କଲୋନୀରେ ଅଗ୍ନିକାଣ୍ଡ, ଜଳି ପାଉଁଶ ହୋଇଗଲା ୨ ବଖରା ଘର
  • ||
  • ନବରଙ୍ଗପୁର : ନିଖୋଜ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର
  • ||
  • କାମାକ୍ଷାନଗର : ବାଇକ୍‌କୁ ଧକ୍କା ଦେଲା ହାଇଓ୍ବା, ଜଣେ ମୃତ, ଜଣେ ଗୁରୁତର
  • ||
  • ବଲାଙ୍ଗୀର: ଆକ୍ସନ ମୋଡ୍‌ରେ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ, ଆରମ୍ଭ କଲେ ନୂଆ ପ୍ରକଳ୍ପ
  • ||
  • ବରଗଡ : ବାଲି ବୋଝେଇ ଟ୍ରାକ୍ଟର ଓ ବାଇକ୍ ମୁହାଁମୁହିଁ ଧକ୍କା, ୨ ଜଣ ମୃତ
  • ||
  • ଭୁବନେଶ୍ବର : ମାଟ୍ରିକ୍ ପରୀକ୍ଷାର୍ଥୀଙ୍କୁ ମିଳିବ ‘ପରୀକ୍ଷା ଦର୍ପଣ’, ପରୀକ୍ଷା ପାଇଁ ହେବ ସହାୟକ
  • ||
  • ଭୁବନେଶ୍ବର : ହୋଟେଲ୍ ଓ ରେଷ୍ଟୁରାଣ୍ଟକୁ BMCର କଡା ନିର୍ଦ୍ଦେଶ, ୭ ଦିନ ଭିତରେ ଦୋକାନ ସମ୍ମୁଖରେ ଲଗାଅ ଫୁଡ୍ ସେଫ୍ଟି ସାର୍ଟିଫିକେଟ୍
  • ||

ବିୟୁଟି ପାର୍ଲରରେ ଚଢ଼ାଉ କରି ଆଶ୍ଚର୍ଯ୍ୟ ହେଲା ପୋଲିସ୍ : ଚାଲିଥିଲା ସେକ୍ସ ରାକେଟ୍

2/02/2020 at 4:56 PM

ଯମୁନା ନଗର ୨/୨: ହରିୟାଣାର ଯମୁନାନଗରରେ ପୋଲିସ୍ ଏକ ବଡ଼ ଧରଣର ସେକ୍ସ ରାକେଟର ପର୍ଦ୍ଦା ଫାଶ କରିଛି। ଏହି ସେକ୍ସ ରାକେଟ୍ ଏକ ବିୟୁଟି ପାର୍ଲର ଜରିଆରେ ଚଳାଯାଉଥିଲା । ଏଠାରେ ଟଙ୍କା ନେଇ କିଛି ଯୁବତୀଙ୍କୁ ଲଗାଇ ଦେହ ବ୍ୟବସାୟ କରାଯାଉଥିଲା।

ପୋଲିସ୍ ବିୟୁଟି ପାର୍ଲରରେ ଚଢ଼ାଉ କରିବାରୁ ତାଙ୍କ ହୋଶ ଉଡ଼ିଯାଇଥିଲା। ଚଢ଼ାଉ ସମୟରେ ବିୟୁଟି ପାର୍ଲରରେ ପୋଲିସ୍ ୪ଯୁବତୀ ଏବଂ ୨ଯୁବକଙ୍କୁ ଆପତ୍ତିଜନକ ଅବସ୍ଥାରେ ଗିରଫ କରିଥିଲା।

   Related Posts