Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୁଶିଲ ମୋଦି ରାଜ୍ୟସଭା ପ୍ରାର୍ଥୀ, ରାମବିଳାସ ପାଶଓ୍ବାନଙ୍କ ସ୍ଥାନରେ ଟିକେଟ୍‌ ଦେଲା ବିଜେପି
  • ||
  • ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ୍‌ କଲେଜ୍‌, କରୋନା ଗାଇଡ୍‌ଲାଇନ୍‌ ସହ ଏସ୍‌ଓପି ପାଳନ ବାଧ୍ୟତାମୂଳକ
  • ||
  • ବାଜିରାଉତ ବ୍ରିଜ୍‌ ଉପରେ ବସ୍‌ ଉପରକୁ ଗୁଳିମାଡ଼, ଦୁଇ ଯୁବକ ଏବଂ ଜଣେ ଯୁବତୀ ଫେରାର
  • ||
  • ଘୋଷଣା ହେଲା ଧର୍ମପଦ ସମ୍ମାନ, ୨୦୧୬ ରୁ ୨୦ ବର୍ଷ ପାଇଁ ୫ ଜଣଙ୍କୁ ଧର୍ମପଦ ସମ୍ମାନ, ୨୫ ଜଣ ଶିଳ୍ପୀ ହେବେ ସମ୍ବର୍ଦ୍ଧିତ
  • ||
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||

୨୪ ଘଣ୍ଟାରେ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା: ୫ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି

19/10/2020 at 6:02 PM

ଭୁବନେଶ୍ୱର୧୯/୧୦: ୨୪ ଘଣ୍ଟାରେ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟର କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି। କାଲି ସକାଳ ୮ଟା ୩୦ ଯାଏଁ ୫ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ। ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତିକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ପାରାଦୀପରେ ସର୍ବାଧିକ ୨୦ ମିଲିମିଟର, ଗଞ୍ଜାମରେ ୧୪.୬ ଏବଂ ରାୟଗଡା ୧୪ ମିଲିମିଟର ବର୍ଷା ରେକର୍ଡ ହୋଇଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛନ୍ତି। ସମ୍ଭାବ୍ୟ ଲଘୁଚାପକୁ ଦୃଷ୍ଟିରେ ରଖି ୨୦ ତାରିଖରୁ ବର୍ଷାର ପ୍ରଭାବ ବୃଦ୍ଧି ହୋଇପାରେ। ୨୦ ତାରିଖରେ ଗଞ୍ଜାମ, ଗଜପତି ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି ହୋଇଥିଲା।

   Related Posts