Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୫ ବର୍ଷ ପରେ ଦୁର୍ଲଭ ନାଗାର୍ଜୁନ ବେଶରେ ସଜେଇ ହେବେ ଶ୍ରୀଜିଉ, ଆରମ୍ଭ ହେଲା ପ୍ରସ୍ତୁତି
  • ||
  • କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ମିଳିଲା ଜାମିନ
  • ||
  • ମାଲକାନଗିରି : ମାଟି ତଳୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ସହ ବିସ୍ଫୋରକ ସାମଗ୍ରୀ ଜବତ
  • ||
  • ରାଜନଗର : ଭୋଗ ଖାଇ ୧୫୦ ଅସୁସ୍ଥ, ୩୦ ଜଣଙ୍କ ଅବସ୍ଥା ଗୁରୁତର
  • ||
  • ପାରାଦୀପ : ସମୁଦ୍ରରେ ବୁଡିଗଲା ମାଛଧରା ଟ୍ରଲର, ୫ ମତ୍ସ୍ୟଜୀବୀ ଉଦ୍ଧାର, ୪ ନିଖୋଜ
  • ||
  • ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଆଉ ୧୪୮୦କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରେନ୍‌ରେ କଟି ବାପା-ଝିଅ-ପୁଅର ମୃତ୍ୟୁ, ଆତ୍ମହତ୍ୟା ସନ୍ଦେହ
  • ||
  • ବାଇକ୍‌କୁ ଧକ୍କାଦେଲା ହାଇଓ୍ୱା ଟ୍ରକ, ଆରୋହୀ ମୃତ
  • ||

ରାଜ୍ୟରେ ବର୍ଷା : ୬ ତାରିଖ ପାଇଁ ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

5/02/2020 at 3:27 PM

ଭୁବନେଶ୍ବର ୫।୨: ରାଜ୍ୟର ବିଭିନ୍ନ ସ୍ଥାନରେ କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା ଦେଖିବାକୁ ମିଳିଛି । ତେବେ ଆସନ୍ତା ୭ ତାରିଖ ଯାଏଁ ଏମିତି ପାଗ ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

ଆସନ୍ତା ୬ ତାରିଖ ପାଇଁ ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବିଶେଷ କରି ଝାରସୁଗୁଡା, ମୟୁରଭଞ୍ଜ, ଅନୁଗୋଳ, କେନ୍ଦୁଝର, ବାଲେଶ୍ବର, କଟକ, ଭଦ୍ରକ ଆଦି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି ।

ସେହିଭଳି ୭ ତାରିଖରେ ୧୬ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୭ ତାରିଖ ପରେ ପାଗରେ ପରିବର୍ତ୍ତନ ଦେଖାଦେବ । ବିଭିନ୍ନ ସ୍ଥାନରେ ତାପମାତ୍ରା ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ ।

   Related Posts