Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ଆଗାମୀ ୨୪ ଘଣ୍ଟା ମଧ୍ୟରେ ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା, ୨୦ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି

26/06/2021 at 2:17 PM

ଭୁବନେଶ୍ବର ୨୬।୬: ଆଗାମୀ ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା ।  ୯ ଜିଲ୍ଲାକୁ ସତର୍କ ସୂଚନା ଜାରି କଲା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଜଗତସିଂହପୁର, କେନ୍ଦ୍ରାପଡା, କଟକ, ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ବଜ୍ରପାତ ସହ ବର୍ଷା ପାଇଁ ୨୦ ଜିଲ୍ଲାକୁ ମଧ୍ୟ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଜିଲ୍ଲା ଗୁଡିକ ହେଲା ବାଲେଶ୍ବର, ଭଦ୍ରକ,  ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡା, ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର । 

ସେପଟେ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ହାଲକାରୁ ମଧ୍ୟମ ଧରଣର ବର୍ଷା ଜାରି ରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

   Related Posts