ଘନ କୁହୁଡି ଯୋଗୁଁ ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି

Published By : Prameya-News7 Bureau | November 19, 2020 IST

ଭୁବନେଶ୍ୱର୧୯/୧୧: ଘନ କୁହୁଡି ପାଇଁ ରାଜ୍ୟର ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଜିଲ୍ଲାଗୁଡିକ ହେଲା କଟକ, ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, ଯାଜପୁର, କନ୍ଧମାଳ ଏବଂ ବାଲେଶ୍ୱର। ତେବେ ଆସନ୍ତା ୨ ଦିନ ଆଭ୍ୟନ୍ତରୀଣ ଜିଲ୍ଲାରେ ବି ଘନ କୁହୁଡି ଦେଖାଯିବ ବୋଲି ପାଣିପାଗ ସୂଚନା ଦେଇଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ୭ ଜିଲ୍ଲାକୁ ସତର୍କ ସୂଚନା ଦିଆଯାଇଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.