Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଦ୍ମ ସମ୍ମାନ ଘୋଷଣା: ୩ଟି ବର୍ଗରେ ମୋଟ ୧୧୯ ଜଣ ପାଇବେ ସମ୍ମାନ
  • ||
  • ବଜେଟ୍‌ ଡେ’ରେ ପାର୍ଲାମେଣ୍ଟ ଚଲୋ: ଆନ୍ଦୋଳନକାରୀ କୃଷକ ଦେଲେ ଡାକରା
  • ||
  • ଚିନ୍ତା ବଢାଇଲେଣି କୁଲଡିହା ହାତୀପଲ, ନଷ୍ଟ କରୁଛନ୍ତି ବ୍ୟାପକ ଫସଲ
  • ||
  • ଭୁବନେଶ୍ବର : ଫେବୃଆରୀ ୧୪ରୁ ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ
  • ||
  • ଅନୁଗୋଳ : ଜିଲ୍ଲାପାଳଙ୍କ ଅଫିସ୍ ଆଗରେ ମା’ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୪୩୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ବ୍ରହ୍ମପୁର : ଟ୍ରାକ୍ଟର ସହ ବାଇକ୍ ଧକ୍କା, ଜଣେ ମୃତ, ୨ ଶ୍ରମିକ ଗୁରୁତର
  • ||
  • ଆନନ୍ଦପୁର : ଧାନ ଡୋଲି ଓଲଟିପଡି ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୨୦୩ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ବରଗଡ : ଭିଜିଲାନ୍ସ ଜାଲରେ ବରଗଡ ଜିଲ୍ଲା ଭଟଲି ବ୍ଲକ୍ କେଲେଙ୍ଗାପାଲିର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ
  • ||

ଯୁବକଙ୍କ ଉନ୍ମତ୍ତକାଣ୍ଡ, ୩୩ କେଭି ବିଦ୍ୟୁତ ଖୁଣ୍ଟରେ ଚଢ଼ି ଆତ୍ମହତ୍ୟା ଉଦ୍ୟମ

10/01/2021 at 10:16 PM

ରାଉରକେଲା୧୦/୧: ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ। ୩୩ କେଭି ଇଲେକ୍ଟ୍ରି ଟାଓ୍ବାର ଉପରେ ଚଢ଼ି ଆତ୍ମହତ୍ୟା କରିବାକୁ ଉଦ୍ୟମ କରିଥିଲେ। ଫର୍ଟିଲାଇଜର ଗାନ୍ଧୀ ସ୍କୁଲ ପରିସରରେ ଏହି ଟାଓ୍ବାରଟି ରହିଛି। ଯୁବକ ଜଣଙ୍କ କଣ ପାଇଁ ଆତ୍ମହତ୍ୟା କରିବାକୁ ଚାହୁଁଥିଲେ, ତାହା ବର୍ତ୍ତମାନ ସୁଦ୍ଧା ଜଣାପଡି ନାହିଁ। ପାରିବାରିକ କଳହ ଯୋଗୁଁ ଏଭଳି ନିଷ୍ପତ୍ତି ନେଇପାରିଥାଆନ୍ତି ବୋଲି ସନ୍ଦେହ କରାଯାଉଛି। ଯୁବକଙ୍କ ଏଭଳ ଉନ୍ମତ୍ତ କାଣ୍ଡ ଦେଖିବା ପରେ ସ୍ଥାନୀୟ ଲୋକ ଅଗ୍ନିଶମ ବାହିନୀ ବିଭାଗକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀର କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଯୁବକଙ୍କୁ ଉଦ୍ଧାର କରିଥିଲା।

   Related Posts