Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାଲିଗୁଡା : ପାରିବାରିକ କଳହ ନେଲା ଜୀବନ, ଚୈତନ୍ୟଙ୍କୁ ମାରିଦେଲେ ବାପା ଓ ୨ ଭାଇ
  • ||
  • ବାଙ୍କୀ : ବାଙ୍କୀ ହୁଳୁହୁଳା ପୋଲ ଉପରେ ପୁଣି ୨ ଫୁଟ ବନ୍ୟା ଜଳ ପ୍ରବାହିତ, ଯାତାୟାତ ବାଧାପ୍ରାପ୍ତ
  • ||
  • ଚାନ୍ଦବାଲି : ଚାନ୍ଦବାଲିର ୪ ପଞ୍ଚାୟତର ୧୦ଗୋଟି ଗାଁ ବନ୍ୟା ଘେରରେ, ୨ଟି ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ
  • ||
  • ଓଭରବ୍ରିଜ୍ ଉପରେ ବିରାଟ ଗାତ, ବିପଦସଙ୍କୁଳ ଅବସ୍ଥାରେ ଚଳାଚଳ କରୁଛି ଯାନବାହାନ
  • ||
  • ଚଣ୍ଡିଖୋଲ : ଗ୍ୟାସ୍ ଗାଡି ସହ ବାଇକ୍ ଧକ୍କା : ୨ ଗୁରୁତର, ଜାତୀୟ ରାଜପଥରେ ଗ୍ୟାସ୍ ଲିକ୍
  • ||
  • ମାଟି ଘରେ ଶୋଇଥିଲେ ବୃଦ୍ଧା, ହଠାତ ମାଡି ବସିଲା କାନ୍ଥ
  • ||
  • ଭୁବନେଶ୍ବର : ସିଲ୍ ହେଲା ଭୁବନେଶ୍ବର ତହସିଲ୍ ଓ ଉପଜିଲ୍ଲାପାଳ ଅଫିସ୍, କରୋନା ପଜିଟିଭ୍ ସଂଖ୍ୟା ବଢିବାରୁ ପଦକ୍ଷେପ
  • ||
  • ପାଟଣାଗଡ : ହାତୀ ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ମାତିଛନ୍ତି ହାତୀପଲ : ଜଳକ୍ରୀଡା ପରେ ଭାଙ୍ଗୁଛନ୍ତି ଘର, ନଷ୍ଟ କରୁଛନ୍ତି ଫସଲ
  • ||
  • କଟକ : ମୁଣ୍ଡଳୀରେ ବଢିଲା ମହାନଦୀ ଜଳସ୍ତର, ସେପଟେ ନରାଜରେ କାଠଯୋଡି ଜଳସ୍ତର ସାମାନ୍ୟ ବୃଦ୍ଧି
  • ||

ଯୁବ ଆଇ .ଏ.ଏସ୍ ଅଫିସରଙ୍କ ଉପାନ୍ତ ଅଞ୍ଚଳ ଗସ୍ତ

8/09/2019 at 7:45 PM

ବ୍ରହ୍ମପୁର ୮।୯-  ଯୁବ ଆଇ .ଏ.ଏସ୍ ଅଫିସର ବ୍ରହ୍ମପୁର ଉପଜିଲ୍ଲାପାଳ ସିନ୍ଧେ ଦତ୍ତାତ୍ରେୟ ଙ୍କ ଉପାନ୍ତ ଅଞ୍ଚଳ ଗସ୍ତ ।   ପାତ୍ରପୁର ବ୍ଳକ୍ ଆଙ୍କୁଲି ପଞ୍ଚାୟତର ୬ଟି ଗାଆଁ ବୁଲି ଅଞ୍ଚଳର ସ୍ଥିତି ଅନୁଧ୍ୟାନ କରିଛନ୍ତି ଏହି ଯୁବ ଅଧିକାରୀ ।

  ବ୍ରହ୍ମପୁର ଉପଜିଲ୍ଲାପାଳ ଏଲଗଲ,  ବେହେରାପୁଟ୍, ମାଡୁଆ,  ପ୍ରମୁଖ ୬ଟି ଗାଆଁ କୁ ଗସ୍ତ କରିଛନ୍ତି ।

ଏହି  ଯୁବ ଆଇ  .ଏ.ଏସ୍ ଅଫିସର ଡଙ୍ଗାରେ ୬ କିଲୋମିଟର ଏବଂ ପାଦରେ ଚାଲି ଚାଲି ୧୦ କିଲୋମିଟର ଯାଇଥିବା ବେଳେ  ଏହି ଅଞ୍ଚଳର ବିକାଶ ଓ ବିଭିନ୍ନ ସମସ୍ୟା  ବିଷୟରେ ପଚାରି ବୁଝିଥିଲେ ।  ବିକାଶ ପହଞ୍ଚି ପାରି ନଥିବା ଏହି ଅପହଞ୍ଚ ଗ୍ରାମ ଗୁଡିକ ବିଷୟରେ ପଚାରି ବୁଝିଥିଲେ ।

   Related Posts