Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରଗଡ଼ରେ ବିରାଟ ଚାଷୀ ସମାବେଶ, ଯୋଗଦେଲେ ୧୦ ଜିଲ୍ଲାର ୫ ହଜାର କୃଷକ
  • ||
  • ଜୟପୁର : ଜୟପୁର କୋଟପାଡରେ ନକଲି ବିଦେଶୀ ମଦ କରାଖାନା ଠାବ, ବିପୁଳ ପରିମାଣର ନକଲି ମଦ
  • ||
  • ଜଳେଶ୍ଵର : STFର ଚଢାଉ ବେଳେ ଜଳେଶ୍ୱର ବଜାରରୁ ନକଲି ପାନ ମସଲା ଜବତ, ଦୁଇ ଅଟକ
  • ||
  • ଜଳେଶ୍ଵର : ଜଳେଶ୍ଵର ଝାଡ଼େଶ୍ୱରପୁର ବସ୍ତିରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଫେରାର
  • ||
  • ବଲାଙ୍ଗୀର : ବୋଲେରୋ ଧକ୍କାରେ ସାଇକେଲ୍ ଆରୋହୀ ମୃତ, କ୍ଷତିପୂରଣ ଦାବିରେ ମୃତଦେହ ରଖି ରାସ୍ତାରୋକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୪ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • କଟକ ନେତାଜୀ ବସ୍ ଟର୍ମିନାଲର ଶିଳାନ୍ୟାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଭୁବନେଶ୍ବରରେ ପହଞ୍ଚିଲା ଆଉ ୧ ଲକ୍ଷ ୪୯ ହଜାର ୭୬୦ ଡୋଜ୍ କୋଭାକ୍ସିନ୍ ଟିକା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୧୫୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ପାରାଦୀପ : ନକଲି ସାର୍ଟିଫିକେଟ୍ ରାକେଟ୍‌ର ପର୍ଦ୍ଦାଫାଶ : ମେଡିକାଲ୍ ସାର୍ଟିଫିକେଟ୍ ତିଆରି ଅଭିଯୋଗରେ ଯୁବକ ଗିରଫ
  • ||

ଅଶ୍ଲୀଳ ଭିଡିଓ ଭାଇରାଲ୍ ; ବିଷ ପିଇ ଆତ୍ମହତ୍ୟା କଲେ ଯୁବତୀ

1/02/2019 at 10:10 AM

ବନ୍ତଳା ୧|୨:  ଅଶ୍ଲୀଳ ଭିଡିଓ ଭାଇରାଲ ହେବାରୁ ବିଷ ପିଇ ଆତ୍ମହତ୍ୟା କଲେ ଯୁବତୀ । ବନ୍ତଳା ଥାନା ଅନ୍ତର୍ଗତ ମଧୁପୁର ଗାଁର ଜଣେ ଯୁବତୀ ବିଷ ପିଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି । ସେ ତାଳଚେର ଅଞ୍ଚଳର ଜଣେ ପୁଅକୁ ୨ ବର୍ଷ ହେଲା ପ୍ରେମ କରୁଥିଲେ । ସେହି ପୁଅ ସହ ଫୋନରେ କଥା ହେବା ସହ କିଛି ଭିଡିଓ ପଠାଇଥିଲେ ।

ହେଲେ ପରବର୍ତ୍ତି ମୁହୁର୍ତ୍ତରେ ଉଭୟଙ୍କ ମଧ୍ୟରେ ମନମାଳିନ୍ୟ ହେବାରୁ ଅଭିଯୁକ୍ତ ପ୍ରେମିକ ସେହି ଭିଡିଓକୁ ଭାଇରାଲ କରିଦେଇଥିଲେ । ଏ କଥା ପ୍ରଘଟ ହେବା ପରେ ଅପମାନ ସହି ନପାରି ଯୁବତୀ ଜଣକ କୀଟନାଶକ ପିଇ ଦେଇଥିଲେ । ପରିବାର ଲୋକେ ଯୁବତୀଙ୍କୁ ଅନୁଗୋଳ ମେଡିକାଲରେ ଭର୍ତ୍ତି କରିଥିଲେ । ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଘଟଣା ସମ୍ପର୍କରେ ବନ୍ତଳା ପୋଲିସ ଅଧିକ ତଦନ୍ତ ଚଳାଇଛି ।

   Related Posts