Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୀ : ପ୍ରତିକ୍ଷାର ଅନ୍ତ, ଆଜିଠୁ ବିନା କୋଭିଡ଼ ରିପୋର୍ଟରେ କାଳିଆ ଦର୍ଶନ
  • ||
  • ଆମେରିକାର ପ୍ରଥମ ମହିଳା ଉପରାଷ୍ଟ୍ରପତି ହେଲେ କମଳା ହ୍ୟାରିସ୍
  • ||
  • ଆମେରିକାର ୪୬ ତମ ରାଷ୍ଟ୍ରପତି ଭାବେ ଶପଥ ନେଲେ ଜୋ ବାଇଡେନ୍‌
  • ||
  • ଆମେରିକାର ଉପ ରାଷ୍ଟ୍ରପତି ଭାବେ ଶପଥ ନେଲେ କମଳା ହ୍ୟାରିସ୍‌
  • ||
  • ଚାଷୀଙ୍କ ସହ ୧୦ମ ରାଉଣ୍ଡ ଆଲୋଚନା ଶେଷ, ସରକାର କହିଲେ ପ୍ରତ୍ୟାହାର ହେବନି କୃଷି ଆଇନ
  • ||
  • ପୋଖରୀରୁ ମିଳିଲା ମୁଣ୍ଡ ବିହୀନ ମୃତଦେହ, ପୋଲିସ ଆରମ୍ଭ କଲା ଖୋଳତାଡ଼
  • ||
  • ଢ଼େଙ୍କାନାଳ: ବନ ବିଭାଗର ଅତର୍କିତ ଚଢ଼ାଉ, ବିଭିନ୍ନ ବନ୍ୟଜନ୍ତୁଙ୍କ ଜାଲ ଜବତ, ୪ ଶିକାରୀ ଗିରଫ
  • ||
  • ବଲାଙ୍ଗୀର : ଟାଇଲ କାମ ବେଳେ ଅଘଟଣ, ଚାପି ହୋଇ ଜଣେ ଶ୍ରମିକ ମୃତ, ୨ ଗୁରୁତର
  • ||
  • ଢେଙ୍କାନାଳ : ଟ୍ରକ୍ ପଛରେ ଧକ୍କା ହେଲା ବାଇକ୍, ବାପା ମୃତ, ଝିଅ ଗୁରୁତର
  • ||
  • ଅନୁଗୋଳ : ଗଛ ତଳୁ ନବଜାତ ଶିଶୁ ପୁତ୍ର ଉଦ୍ଧାର
  • ||

ଗାଧୋଇବା ବେଳେ ପାଣିରେ ବୁଡି ଯୁବକଙ୍କ ମୃତ୍ୟୁ..

13/04/2020 at 7:07 PM

ବ୍ରହ୍ମପୁର୧୩/୪: ବ୍ରହ୍ମପୁରରେ ଅଘଟଣ । ପୋଖରୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଯୁବକଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକର ନାଁ ସୁନୀଲ ସେଠୀ। କିଛି ଘଣ୍ଟା ବିତି ଯାଇଥିଲେ ବି ସେ ଫେରି ନଥିଲେ। ବହୁ ଖୋଜାଖୋଜି ପରେ ପରିବାର ଲୋକେ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ମୃତ ସୁନୀଲ ସେଠୀଙ୍କ ମୃତଦେହ ଉଦ୍ଧାର କରିଛନ୍ତି।

   Related Posts