Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ଷ୍ଟିଲ୍‌ ସିଟିରେ ପୁଣି ଗଡ଼ିଲା ମୁଣ୍ଡ, ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଯୁବକ ମୃତ

10/09/2021 at 8:39 PM

ରାଉଲ୍‌କେଲା, ୧୦/୦୯: ରାଉଲ୍‌କେଲା ରେଲ୍‌ୱେ କଲୋନୀରେ ଏକ ଅଭାବନୀୟ ଘଟଣା ଘଟିଛି । ପୁଣି ଷ୍ଟିଲ୍‌ ସିଟିରେ ମୁଣ୍ଡ ଗଡ଼ିଛି । ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଜଣେ ଯୁବକଙ୍କ ଜୀବନ ଯାଇଥିବା ଜଣାପଡ଼ିଛି । ପୂର୍ବ ଶତ୍ରୁତାକୁ ନେଇ ଏହି ଗୁଳିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି ।

   Related Posts