ରାଜଧାନୀରେ ଯୁବକଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ କ୍ୟାପିଟାଲ୍‌ ହସ୍ପିଟାଲ୍‌ରେ ଭର୍ତ୍ତି

Published By : Prameya-News7 Bureau | September 26, 2021 IST

ଭୁବନେଶ୍ୱର, ୨୬/୦୯: ରାଜଧାନୀ ଭୁବନେଶ୍ୱରରେ ଜଣେ ଯୁବକଙ୍କୁ ଛୁରା ମାଡ଼ ହୋଇଛି । ଯୁବକଙ୍କ ପେଟରେ ଛୁରି ଭୁସି ଦୁର୍ବୃତ୍ତ ଫେରାର ହୋଇଯାଇଥିବା ଜଣାପଡ଼ିଛି । ଗୁରତର ଅବସ୍ଥାରେ ତାଙ୍କୁ କ୍ୟାପିଟାଲ୍‌ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି । ଓଡ଼ିଶା ଷ୍ଟେଟ୍‌ ମ୍ୟୁଜିୟମ୍‌ ପାଖରେ ଏହି ଘଟଣା ଘଟିଥିବା ସୂଚନା ମିଳିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.