Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରଗଡ : ଭିଜିଲାନ୍ସ ଜାଲରେ ବରଗଡ ଜିଲ୍ଲା ଭଟଲି ବ୍ଲକ୍ କେଲେଙ୍ଗାପାଲିର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ
  • ||
  • ଭୁବନେଶ୍ବର : ସାଲିଆ ସାହିରୁ ୫ଶହ ଲିଟରରୁ ଅଧିକ ଦେଶୀ ମଦ ଜବତ, ୯ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୬ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ବହ୍ମପୁର : ବୋଲେରୋ ଧକ୍କାରେ ଜଣେ ମୃତ
  • ||
  • ଆଜିଠୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ତାଳଚେରରେ ଅର୍ଥନୈତିକ ଆନ୍ଦୋଳନ, ସମସ୍ତ ଖଣିରୁ କୋଇଲା ଉତ୍ପାଦନ ସହ ପରିବହନ ବନ୍ଦ
  • ||
  • ନୂଆଦିଲ୍ଲୀ : ୩ ବର୍ଷରେ ପୂରା ହେବ ରାମ ମନ୍ଦିର ନିର୍ମାଣ
  • ||
  • ପୁଣି ନବୀନ ପଟ୍ଟନାୟକ ଏକ ନମ୍ବର, ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ତାଲିକାର ଶୀର୍ଷରେ
  • ||
  • ଢେଙ୍କାନାଳ : କଳିଙ୍ଗ ଝୋଟ କାରଖାନାରେ ଅଘଟଣ, ମେସିନରେ ଚାପି ହୋଇ ଶ୍ରମିକ ମୃତ
  • ||
  • ଭଞ୍ଜନଗର : ଘରୋଇ କଳି ହେଲା କାଳ, ଦାଦାର ଛୁରାମାଡ଼଼ରେ ଝିଆରୀ ଆହତ
  • ||

ପାରିବାରିକ କଳହର କରୁଣ ପରିଣତି : ବଡ ଭାଇର ପୁରା ପରିବାରକୁ ହତ୍ୟା କଲା ସାନଭାଇ

16/02/2020 at 9:25 AM

ବଣାଇ ୧୬/୨: ବଡ ଭାଇର ପୁରା ପରିବାରକୁ ହତ୍ୟା କରିଛି ସାନଭାଇ।ପାରିବାରିକ କଳହ ଯୋଗୁଁ ବଣାଇ ଥାନା ଅନ୍ତର୍ଗତ ଶିବନାଥପୁର ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି।

ବଡ ଭାଇ, ଭାଉଜ ଓ ତାଙ୍କ ଦୁଇ ପିଲାଙ୍କୁ ଟାଙ୍ଗିଆରେ ହାଣି ଦେଇଛି ସାନ ଭାଇ। ସାନଭାଇକୁ ଅଟକ ରଖି ପୋଲିସ୍ ପଚରାଉଚରା ଚଳାଇଛି।

   Related Posts