Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଜେଡିରେ ମିଶିବେ ପ୍ରଦୀପ ମାଝୀ, କହିଲେ ନବୀନଙ୍କ ହାତମୁଠା ଟାଣ କରିବି
  • ||
  • ଆଇଆଇଟି ଜମ୍ମୁର ନୂତନ ଗୃହ ଲୋକାର୍ପଣ କରିବେ ଗୃହମନ୍ତ୍ରୀ ଅମିତ ଶାହ, ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ବଡ ଭାଇକୁ ଠେଙ୍ଗାରେ ପିଟି ପିଟି ହତ୍ୟା କଲା ସାନ ଭାଇ, ପାରିବାରିକ ଅଶାନ୍ତିରୁ ହତ୍ୟା ସନ୍ଦେହ

11/07/2021 at 11:41 AM

ରାଉରକେଲା ୧୧।୭: ବଡ ଭାଇକୁ ଠେଙ୍ଗାରେ ପିଟି ପିଟି ହତ୍ୟା କଲା ସାନ ଭାଇ । ସୁନ୍ଦରଗଡ ଜିଲ୍ଲା କୋଇଡା ଥାନା ବନ୍ଦଲ ଗାଁରେ ଘଟିଛି ଏଭଳି ହତ୍ୟାକାଣ୍ଡ ଘଟିଛି ।  

ସୂଚନାଯୋଗ୍ୟ ଯେ, ସୁନ୍ଦରଗଡ ଜିଲ୍ଲା କୋଇଡା ଥାନା ବନ୍ଦଲ ଗାଁରେ ହତ୍ୟାକାଣ୍ଡ । ପାରିବାରିକ ଅଶାନ୍ତିରୁ ବଡ ଭାଇକୁ ଠେଙ୍ଗାରେ ପିଟି ପିଟି ସାନ ଭାଇ ହତ୍ୟା କରିଛି । ସାନ ଭାଇ ତା ନିଜ ଇଚ୍ଛାରେ ବିବାହ କରିଥିବାରୁ ପରିବାରଲୋକେ ବାରଣ କରିଥିଲେ । ଅଭିଯୁକ୍ତ ସାନ ଭାଇକୁ ଅଟକ ରଖି ତଦନ୍ତ କରୁଛି ପୋଲିସ ।

   Related Posts