Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୬୦କୁ ବୃଦ୍ଧି
  • ||
  • ରାଜ୍ୟରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୦୫୭ କୋଭିଡ୍ ପଜିଟିଭ୍, ୧୨୩୬୨୨୬ରେ ପହଞ୍ଚିଲା ସଂଖ୍ୟା
  • ||
  • ପାକିସ୍ତାନ: ବଲୁଚିସ୍ତାନ ଚେକ୍ ପୋଷ୍ଟ ଉପରେ ଆତଙ୍କୀ ହମଲା, ୧୦ ସୈନିକଙ୍କ ମୃତ୍ୟୁ
  • ||
  • ରାଉରକେଲା : ଭିଜିଲାନ୍ସ ଜାଲରେ ଲ୍ୟାମ୍ପ୍ସ ଏମ୍‌ଡି, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ଭି. ଅନନ୍ତ ନାଗେଶ୍ୱରନ ହେବେ ଭାରତର ଆଗାମୀ ମୁଖ୍ୟ ଆର୍ଥିକ ପରାମର୍ଶଦାତା, ଅତିଶୀଘ୍ର ଘୋଷଣା କରିପାରନ୍ତି ସରକାର
  • ||
  • ସୋର : ଦେଶୀ ମଦ ଦୋକାନରେ ପଶି କର୍ମଚାରୀଙ୍କୁ କଟୁରୀରେ ହାଣିଲେ ଦୁର୍ବୃତ୍ତ, ଛଡାଇନେଲେ ୭୦ହଜାର ଟଙ୍କା
  • ||
  • କଣ୍ଟାବାଞ୍ଜି : ଚାଲାଣ ବେଳେ ୧୪ ଶ୍ରମିକ ଉଦ୍ଧାର, ଷ୍ଟେସନ ଯିବା ବାଟରେ ଧରିଲା ପୋଲିସ
  • ||
  • ରାଜ୍ୟରେ ୩ ଦିନ ଯାଏଁ ହାଡଭଙ୍ଗା ଶୀତ, ୬ ଜିଲ୍ଲା ବେଶୀ ଥରିବ
  • ||

ଯୁବତୀଙ୍କ ସହ ଅନ୍ତରଙ୍ଗ ମୁହୁର୍ତ୍ତର ଭିଡିଓ ଭାଇରାଲ କରି ଯୁବକ ଗିରଫ

29/11/2018 at 9:38 AM

କଳାହାଣ୍ଡି ୨୯|୧୧:  ପୁଣି ଭାଇରାଲ ହେଲା ଜଣେ ଯୁବତୀଙ୍କର ଅନ୍ତରଙ୍ଗ ମୁହୁର୍ତ୍ତର ଭିଡିଓ । ବିବାହର ପ୍ରଲୋଭନ ଦେଇ ଯୁବତୀ ସାଙ୍ଗରେ ସଂପର୍କ ରଖି ସେହି ସମୟର ଭିଡିଓକୁ ନିଜ ମୋବାଇଲରେ ସୁଟିଂ କରିବା ପରେ କୌଣସି କାରଣରୁ ତାକୁ ପ୍ରେମିକ ଭାଇରାଲ କରିବା ପରେ ଘଟଣା ପ୍ରଘଟ ହୋଇଥିଲା। ଏ ନେଇ ପୀଡିତା ଯୁବତୀ ଜଣକ କୋକସରା ଥାନାର ଦ୍ବାରସ୍ଥ ହୋଇଛି । କୋକସରା ଥାନା ତରାପୁର ଗ୍ରାମର ଜଣେ ଯୁବକ ନିକଟ ପୋଡବେଡା ଗ୍ରାମର ଜଣେ ଯୁବତୀକୁ ପ୍ରେମ କରି ଏପରି କାଣ୍ଡ କରିଥିବା ବୋଲେ ପୀଡିତା ଯୁବତୀର ଅଭିଯୋଗକ୍ରମେ କୋକସରା ପୋଲିସ ଯୁବକକୁ ଗିରଫ କରିଛି ।

   Related Posts