ଦାଦା ବଟି ମାଗିବା ଅଭିଯୋଗରେ ଯୁବକ ଗିରଫ, ମାଉଜର ଓ ଅଫୁଟା ଗୁଳି ଜବତ
1/12/2020 at 2:44 PM

ସାନଖେମୁଣ୍ଡି ୧।୧୨: ଗଞ୍ଜାମ ଜିଲ୍ଲା ହିଞ୍ଜିଳି ପୋଲିସ ଦ୍ଵାରା ଜଣେ ଯୁବକ ଗିରଫ । ଦାଦା ବଟି ମାଗିବା ଅଭିଯୋଗରେ ଯୁବକଙ୍କୁ ପୋଲିସ ଗିରଫ କରିଥିବା ସୂଚନା ମିଳିଛି । ଗିରଫ ଯୁବକଠାରୁ ପୋଲିସ ଏକ ମୋଟରସାକେଲ, ଏକ ମାଉଜର ଓ ୫ଟି ଅଫୁଟା ଗୁଳି ଜବତ କରିଛି ।
ଗିରଫ ଯୁବକ ଜଣକ ମୁକେଶ ପ୍ରଧାନ ବୋଲି ଜଣାପଡିଛି । ପୋଲିସ ଘଟଣାର ଅଧିକ ତଦନ୍ତ ଚଳାଇଥିବା ହିଞ୍ଜିଳି ଥାନା ଅଧିକାରୀ ଅଭିମନ୍ୟୁ ସାହୁ ସୂଚନା ଦେଇଛନ୍ତି ।
Related Posts
ଏବର୍ଷ ହେବନି ଓଳାଶୁଣୀ ଗୁମ୍ଫା ଯାତ୍ରା
25 January 2021
ବଲାଙ୍ଗୀର ଜିଲ୍ଲାର ଚାଷୀ କରିବେ ଟ୍ରାକ୍ଟର- ବାଇକ୍ ରାଲି
25 January 2021